କଟକର ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ନିର୍ଦ୍ଦେଶ

କଟକ: କଟକ ଜିଲ୍ଲାର ପ୍ରାୟ ୨୧୦ କଲେଜ କର୍ମଚାରୀଙ୍କ ଦରମା ବନ୍ଦ ଲାଗି ଜିଲ୍ଲାପାଳଙ୍କ ନିର୍ଦ୍ଦେଶ । ରାଜ୍ୟ ଉଚ୍ଚ ଶିକ୍ଷା ବିଭାଗ ଅନୁଯାୟୀ, ୪୮ ଘଣ୍ଟା ମଧ୍ୟରେ ସମସ୍ତ କଲେଜ ICC ରିପୋର୍ଟ ଦେବାକଥା । ତେବେ କିଛି ମହାବିଦ୍ୟାଳୟ ଉକ୍ତ ନିର୍ଦ୍ଦେଶନାମାକୁ ପାଳନ କରିଥିବା ବେଳେ ପାଖାପାଖି ୨୧୦ଟି କଲେଜରୁ ନିର୍ଦ୍ଧିଷ୍ଟ ସମୟ ଭିତରେ ରିପୋର୍ଟ ଦାଖଲ କରିନାହାନ୍ତି । ତେଣୁ ସେହି କଲେଜ କର୍ମଚାରୀମାନଙ୍କ ଦରମା ବନ୍ଦ ଲାଗି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଯଦି ଆଗାମୀ ୨୪ ଘଣ୍ଟା ଭିତରେ ICC ରିପୋର୍ଟ ଦାଖଲ ନହୁଏ, ତେବେ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ସମ୍ପୃକ୍ତ କଲେଜ ପ୍ରିନ୍ସିପାଲ ମାନଙ୍କୁ ସସ୍ପେଣ୍ଡ କରାଯିବ ବୋଲି ଚେତାବନୀ ମଧ୍ୟ ଦିଆଯାଇଛି ।

  • Related Posts

    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading
    ଜଣେ ବି ଚାଷୀର ଧାନ ରହିବ ନାହିଁ: ସମବାୟ ମନ୍ତ୍ରୀ

    ଭୁବନେଶ୍ୱର: ଏଥର ଖରିଫରେ ରେକର୍ଡ ସଂଖ୍ୟକ ଧାନ ସଂଗ୍ରହ ହୋଇଛି। ଧାନ ବିକ୍ରି କରିଛନ୍ତି ୧୮ ଲକ୍ଷ ୬୪ ହଜାର ଚାଷୀ। ଏଯାବତ ୭୭ ଲକ୍ଷ ମେଟ୍ରିକ୍ ଟନ ଧାନ କିଣା ସରିଛି। ବାକି ବଳକା ଧାନ କିଣିବାକୁ ୭ ଦିନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ