ଖୁବ୍‌ଶ୍ରୀଘ୍ର ଆସିବେ କେନ୍ଦ୍ରୀୟ ଟିମ୍‌ :ସୁରେଶ ପୂଜାରୀ

ଭୁବନେଶ୍ୱର: ଖୁବ୍‌ଶ୍ରୀଘ୍ର ବାତ୍ୟା କ୍ଷୟକ୍ଷତି ଆକଳନ ପାଇଁ କେନ୍ଦ୍ରୀୟ ଟିମ୍‌ ଆସିବେ। ବର୍ତ୍ତମାନ ସୁଦ୍ଧା ୨୨ ଲୋକଙ୍କୁ ବିଦ୍ୟୁତ୍‌ ସଂଯୋଗ ଦିଆଯାଛି। ଗତକାଲିଠାରୁ ବର୍ଷା ଲାଗିରହିଥିବାରୁ କାର୍ୟ୍ୟରେ ବାଧା ସୃଷ୍ଟି ହୋଇଛି। ବାତ୍ୟାରେ ଘର ହରାଇଥିବା ପରିବାର ବାତ୍ୟା ଆଶ୍ରୟସ୍ଥଳୀରେ ରହିବ। ଘରର ବିକଳ୍ପ ହେବା ଯାଏ ସେମାନେ ଏଠି ରହିବେ। ଆସନ୍ତା ୭ ଦିନ ମଧ୍ୟରେ ବାତ୍ୟା କ୍ଷୟକ୍ଷତିର ରିପୋର୍ଟ କେନ୍ଦ୍ରକୁ ପଠାଯିବ।ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି ଅଞ୍ଚଳରେ ପାଣି ଜମିଥିବା ଖବର ଆସିଛି। ବର୍ଷା ଯୋଗୁ ବୁଢ଼ାବଳଙ୍ଗରେ ପାଣି ବଢ଼ିଛି, ବିପଦ ସଂକେତ ଟପିନି। ସରକାର ପୁରା ସ୍ଥିତି ଉପରେ ନଜର ରଖିଛନ୍ତି। ବର୍ଷା କମିବା ଯାଏ ଲୋକମାନେ ଟିକେ ହନ୍ତସନ୍ତ ହେବେ ବୋଲି ମନ୍ତ୍ରୀ କହିଛନ୍ତି।

 

Related Posts

‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଛି

ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ଦୁଗ୍ଧ ସମବାୟ ସଂସ୍ଥା ‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଦେଇଛି । ନୂଆଦିଲ୍ଲୀର ପ୍ରସିଦ୍ଧ ପ୍ରଗତି ମୈଦାନସ୍ଥିତ ‘ଭାରତ ମଣ୍ଡପମ୍’ଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଏକ୍ସପୋରେ ଓମ୍‌ଫେଡ୍ ସମଗ୍ର ଦେଶରେ ଶ୍ରେଷ୍ଠ…

Continue reading
ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି

ବିଶାଖାପାଟଣା: ଭାରତୀୟ ନୌସେନାରେ ସାମିଲ ହେଲା ‘INS ମହେନ୍ଦ୍ରଗିରି’ । ହିନ୍ଦ ମହାସାଗର ଏବଂ ଇଣ୍ଡୋ-ପାସିଫିକ୍ କ୍ଷେତ୍ରରେ ବଢୁଥିବା ରଣନୀତିକ ତିକ୍ତତା ଓ ଗ୍ଲୋବାଲ ଚ୍ୟାଲେଞ୍ଜ ମଧ୍ୟରେ ଭାରତୀୟ ନୌସେନାର ଶକ୍ତି ଆହୁରି ବୃଦ୍ଧି ପାଇଛି । ଶନିବାର ବିଶାଖାପାଟଣା ନେଭାଲ…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ