ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ

ଭୁବନେଶ୍ୱର: ଓଡ଼ିଶାରେ ମେଟ୍ରୋ ଗଡ଼ିବା ନେଇ ଯେଉଁ ଅନିଶ୍ଚିତତା ଦେଖାଦେଇଛି ତାହା ସତ ବୋଲି ପ୍ରମାଣିତ ହୋଇଛି ଜ୍ଝ ବାସ୍ତବରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ ଆଜି ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି ଜ୍ଝ ମିଳିଥିବା ସୂଚନା ମୁତାବକ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କେନ୍ଦ୍ରକୁ କୌଣସି ପ୍ରସ୍ତାବ ଯାଇନାହିଁ ଜ୍ଝ ସଂସଦରେ ଏନେଇ ଉତ୍ତର ରଖିଛନ୍ତି ମନ୍ତ୍ରୀ ଜ୍ଝ ମନ୍ତ୍ରୀଙ୍କ କହିବା କଥା ଯେ କେନ୍ଦ୍ର ସରକାରଙ୍କ ପାଖକୁ ୧୭ଟି ପ୍ରସ୍ତାବ ବିଭିନ୍ନ ରାଜ୍ୟରୁ ଆସିଛି ଜ୍ଝ ପ୍ରକଲ୍ପ ପାଇଁ କେନ୍ଦ୍ର ସରକାର ମଧ୍ୟ ଅନୁଦାନ ଦେଇଛନ୍ତି ଜ୍ଝ

ହେଲେ ଏଥିରେ ଓଡ଼ିଶାରେ ମେଟ୍ରୋ ପ୍ରକଳ୍ପ ନେଇ କୌଣସି ପ୍ରସ୍ତାବ ନାହିଁ ଜ୍ଝ ଅନ୍ୟପଟେ ଗତ ୧୬ ତାରିଖରେ ମେଟ୍ରୋ ପ୍ରକଳ୍ପ ନେଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂ ଦେଓ ଙ୍କ ଅଧ୍ୟକ୍ଷତାରେ ବସିଥିଲା ମନ୍ତ୍ରୀ ସ୍ତରୀୟ ବୈଠକ ଜ୍ଝ ନୂଆ ଢାଞ୍ଚାରେ ମେଟ୍ରୋ ପ୍ରକଳ୍ପ ନେଇ ଆଲୋଚନା ହୋଇଥିଲା ଜ୍ଝ ମେଟ୍ରୋ ରେଳ ପ୍ରକଳ୍ପ’ ଗମନାଗମନ ସେବାରେ କିଭଳି ନୂତନ ରୂପାନ୍ତରଣ ଆଣିବ ଓ ଏହି ମହତ୍ୱାକାଂକ୍ଷୀ ପ୍ରକଳ୍ପଟି ସମ୍ପୂର୍ଣ୍ଣ ଭାବରେ ସଫଳ ରୂପରେ କାର୍ୟ୍ୟାନ୍ବିତ କରିବା ପାଇଁ ବିଭିନ୍ନ ବିଭାଗ ମଧ୍ୟରେ କିପରି ସ୍ଥାୟୀ ସମନ୍ୱୟ ହେବ,ତାହା ଉପରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା।

  • Related Posts

    ଘରେ ଫାଟିଲା ଗ୍ୟାସ ଟାଙ୍କି ; ୩ ଆହତ

    ଖଇରା : ବାଲେଶ୍ବର ଜିଲ୍ଲା ଖଇରା ବ୍ଳକ ସାରଡାଙ୍ଗ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଗୋଟିଏ ପରିବାରର ୩ ଜଣ ଆହତ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ସୂଚନାନୁଯାୟୀ, ମନୋରଞ୍ଜନ ପଣ୍ଡାଙ୍କ ସ୍ତ୍ରୀ ରୋଷେଇ…

    Continue reading
    ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

    କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ। କଟକ ଜିଲ୍ଲା ବଡ଼ମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସ ରେ ଗତକାଲି ରାତ୍ରିରେ ହାତୀ ପଶିଥିଲା।ହାତୀ ଘଉଡାଇବାକୁ ଯାଇଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ