ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ: ବିଜୟ ପାଲ ସିଂ ତୋମାର

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି,ରାଜ୍ୟ କମିଟି, ପଦାଧିକାରୀ ଏବଂ କାର୍ୟ୍ୟକାରିଣୀ ଗଠନ କାମ ସାରିବା ନେଇ ଚର୍ଚ୍ଚା ହେଇଛି। ଯେତେବେଳେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ହୁଏ ସବୁ ବିଷୟ ସବୁ ଦିଗ ନେଇ ଆଲୋଚନା ହୁଏ। ଠିକ୍ ସମୟରେ ସବୁ ନିଷ୍ପତ୍ତି ନିଆଯିବ।
ବିମାନବନ୍ଦରରେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ସାମ୍ବାଦିକମାନଙ୍କୁ କହିଛନ୍ତି,ରାଜ୍ୟ କମିଟି, ପଦାଧିକାରୀ ଏବଂ କାର୍ୟ୍ୟକାରିଣୀ ଗଠନ କାମ ସାରିବା ନେଇ ଚର୍ଚ୍ଚା ହେଇଛି। ଯେତେବେଳେ କେନ୍ଦ୍ରୀୟ ନେତୃତ୍ବଙ୍କ ସହ ଆଲୋଚନା ହୁଏ ସବୁ ବିଷୟ ସବୁ ଦିଗ ନେଇ ଆଲୋଚନା ହୁଏ। ଠିକ୍ ସମୟରେ ସବୁ ନିଷ୍ପତ୍ତି ନିଆଯିବ। ସେ ଆହୁରି କହିଛନ୍ତି, ମନ୍ତ୍ରିମଣ୍ଡଳର ଛଅ ପଦବୀ ପୂରଣ କରାଯିବ। ଏହାଛଡ଼ା ବୋର୍ଡ ଓ ନିଗମ ଅଧ୍ୟକ୍ଷ ପଦ ନେଇ ଖୁବ୍ ଶୀଘ୍ର ନିଷ୍ପତ୍ତି ହେବ।

  • Garvita Odia

    Related Posts

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ଭୁବନେଶ୍ବର : ବିଜେଡ଼ି ଆଣିବ ଅନାସ୍ଥା ! ଇଙ୍ଗିତ ଦେଲେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ ସାହୁ । ଏ ନେଇ ଶଙ୍ଖ ଭବନରେ ବସିଥିବା ବୈଠକରେ ନିଷ୍ପତ୍ତି ହୋଇଥିବା ସୂଚନା ମିଳିଛି । ବୈଠକରେ ଦେବୀ ମିଶ୍ର, ପ୍ରଣବ ପ୍ରକାଶ…

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଭୁବନେଶ୍ୱର : ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ବଡ଼ ବୟାନ। କହିଲେ ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ। ଏନେଇ ଚର୍ଚ୍ଚା ଆଲୋଚନା ଚାଲିଛି। ମନ୍ତ୍ରିମଣ୍ଡଳ ସଂପ୍ରସାରଣ ହେଉଛି ମୁଖ୍ୟମନ୍ତ୍ରୀଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବଳଙ୍ଗା ପୀଡ଼ିତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଆସିଛି :ପ୍ରଭାତୀ ପରିଡ଼ା

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ବିଜେଡ଼ି ଆଣିବ ଅନାସ୍ଥା !ଇଙ୍ଗିତ ଦେଲେ ଅରୁଣ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ୧୫ ଦିନ ନହେଲେ ମାସେ ଭିତରେ ନୂଆ ଟିମ୍ ଏବଂ ମନ୍ତ୍ରିମଣ୍ଡଳ: ମନମୋହନ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଏନକାଉଣ୍ଟରରେ ୩ ନକ୍ସଲ ନିହତ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

    ଜଳପ୍ରପାତରେ ବୁଡ଼ି ଦୁଇ ଡାକ୍ତରୀ ଛାତ୍ର-ଛାତ୍ରୀଙ୍କ ମୃତ୍ୟୁ