ସ୍ୱାମୀର ମାରଣାସ୍ତ୍ର ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ

କସିଆ: ଭଦ୍ରକ ଜିଲ୍ଲା କସିଆ ସାମୁଦ୍ରିକ ଥାନା ପାରାପୋଖରୀ ଗାଁରେ ଅଭାବନୀୟ ଘଟଣା । ଶନିବାର ମଧ୍ୟରାତ୍ରରେ ସ୍ୱାମୀର ମାରଣାସ୍ତ୍ର ଆକ୍ରମଣରେ ସ୍ତ୍ରୀର ମୃତ୍ୟୁ ହୋଇଛି । ମୃତ ମହିଳା ଗୋପୀନାଥ ଜେନାଙ୍କ ସ୍ତ୍ରୀ ଗୁରୁବାରୀ (୪୦ ବର୍ଷ)ବୋଲି ଜଣାପଡିଛି।

ସୂଚନା ମୁତାବକ, ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ପୂର୍ବରୁ ଅନେକ ସମୟରେ ପାଟିତୁଣ୍ଡ ହେଉଥିଲା । ହେଲେ ଶନିବାର ରାତିରେ କୌଣସି କାରଣରୁ ଏକ ଧାରୁଆ ଅସ୍ତ୍ରରେ ସ୍ତ୍ରୀର ମୁଣ୍ଡ ଓ ମୁହଁରେ ଆଘାତ କରି ଫେରାର ହୋଇଯାଇଥିଲା ସ୍ୱାମୀ । ପୁଅ ବଳରାମ ସକାଳେ ମାଆ ମରିଯାଇଥିବା ଦେଖି ପରିବାରର ଅନ୍ୟ ସଦସ୍ୟଙ୍କୁ ଖବର କରିଥିଲେ। ସୂଚନା ପାଇଁ ପାଇ ଥାନାଧିକାରୀ ସାବିତ୍ରୀ ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ କରୁଛନ୍ତି ।

  • Garvita Odia

    Related Posts

    ବନ କର୍ମଚାରୀଙ୍କୁ ଟେଷ୍ଟର ଭୁସିଦେଲେ ଜେଲ ଫେରନ୍ତା ଶିକାରୀ

    କପ୍ତିପଦା : ଟେଷ୍ଟର ଭୁସି ଆକ୍ରମଣ କଲେ ଜେଲ ଫେରନ୍ତା ଶିକାରୀ । ଜେଲରୁ ଫେରି ଧମକ ଦେଇଥିଲେ । ଆଉ ସୁଯୋଗ ପାଇ ଘରେ ପଶିଲେ । ଆକ୍ରମଣ ସହିତ ଝିଅକୁ ଦୁର୍ବ୍ୟବହାର ସହିତ ସବୁଜବାହିନୀ ବନ କର୍ମଚାରୀଙ୍କୁ ଟେଷ୍ଟର…

    ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ

    କୁଜଙ୍ଗ: ଜଗତସିଂହପୁରଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି।କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା…

    Leave a Reply

    Your email address will not be published. Required fields are marked *

    You Missed

    କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

    କ୍ଷେପଣାସ୍ତ୍ର ପ୍ରଳୟ-୬ର ସଫଳ ଉତ୍‌କ୍ଷେପଣ

    ଆଜି ଏହି ଜିଲାରେ ପ୍ରବଳ ବର୍ଷିବ

    ଆଜି ଏହି  ଜିଲାରେ ପ୍ରବଳ ବର୍ଷିବ

    ଭଦ୍ରକ ଓ ଯାଜପୁରରେ ଆଉ ବନ୍ୟା ସ୍ଥିତି ନାହିଁ :ସର୍ବୋଚ୍ଚ ଯନ୍ତ୍ରୀ

    ଭଦ୍ରକ ଓ ଯାଜପୁରରେ ଆଉ ବନ୍ୟା ସ୍ଥିତି ନାହିଁ :ସର୍ବୋଚ୍ଚ ଯନ୍ତ୍ରୀ

    ବିରୋଧୀଙ୍କ ହଙ୍ଗାମାକୁ ଅସନ୍ତୋଷ ପ୍ରକାଶ କରିଛନ୍ତି ବାଚସ୍ପତି

    ବିରୋଧୀଙ୍କ ହଙ୍ଗାମାକୁ ଅସନ୍ତୋଷ ପ୍ରକାଶ କରିଛନ୍ତି ବାଚସ୍ପତି

    ବନ କର୍ମଚାରୀଙ୍କୁ ଟେଷ୍ଟର ଭୁସିଦେଲେ ଜେଲ ଫେରନ୍ତା ଶିକାରୀ

    ବନ କର୍ମଚାରୀଙ୍କୁ ଟେଷ୍ଟର ଭୁସିଦେଲେ  ଜେଲ ଫେରନ୍ତା ଶିକାରୀ

    ରାଜ୍ୟରେ ସ୍ଥାଣୁ ସରକାର ଚାଲିଛି : ପ୍ରସନ୍ନ ଆଚାର୍ୟ୍ୟ

    ରାଜ୍ୟରେ ସ୍ଥାଣୁ ସରକାର ଚାଲିଛି : ପ୍ରସନ୍ନ ଆଚାର୍ୟ୍ୟ