ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

କଟକ: କଟକ ଓଏମପିରୁ କନ୍ଦରପୁର ହେବ ଏଲିଭେଟେଡ କରିଡର । ରବିବାର କଟକ ସାଂସଦ ଭର୍ତ୍ତୃହରି ମହତାବ ଏନେଇ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କ ସହ ଆଲୋଚନା ହୋଇଛି । ଏନେଇ ଖୁବଶୀଘ୍ର ମଞ୍ଜୁରୀ ମିଳିବ । ଡିପିଆର ପ୍ରସ୍ତୁତି ଶେଷ ହୋଇଛି । ଆସନ୍ତା ୩ମାସରେ କାମ ଆରମ୍ଭ ହେବ । ଏଥିପାଇଁ ୬୪୦ କୋଟି ଟଙ୍କା ଖର୍ଚ୍ଚ ହେବ । ଭିଡ଼କୁ ଦୃଷ୍ଟିରେ ରଖି ଏହି ଏଲିଭେଟେଡ କରିଡର ନିର୍ମାଣ ପାଇଁ ନିଷ୍ପତ୍ତି ନିଆଯାଇଛି ବୋଲି କଟକ ସାଂସଦ ଭର୍ତ୍ତୃହରି ମହତାବ କହିଛନ୍ତି ।

  • Related Posts

    ବନ୍ଦକୁ ଜନସମର୍ଥନ ମିଳିଛି : ଭକ୍ତ

    ଭୁବନେଶ୍ୱର, ୮ ।୧୦ : ଚାରିଟି ଗୁରୁତ୍ୱପୂର୍ଣ ଦାବିକୁ ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ଜନସମର୍ଥନ ମିଳିଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି । ଏହି ଅବସରରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର…

    Continue reading
    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ