ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

ହୀରାକୁଦ: ଉପରମୁଣ୍ଡରୁ ବର୍ଷାଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଶନିବାର ରାତି ୯ଟାରେ ୬୧୨.୧୨ ଫୁଟ ରହିଥିଲା ା ବାମପଟର ୧୩ ଓ ଡାହାଣପଟର ୭ ଫାଟକ ଦ୍ବାରା ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୫ ଲକ୍ଷ ୫୬ ହଜାର ୪୬୮ କ୍ୟୁସେକଜଳ ପ୍ରବେଶ କରୁଥିବା ବେଳେ ବିଭିନ୍ନ ମାଧ୍ୟମରେ ୩ ଲକ୍ଷ ୩୯ ହଜାର ୮୦୯ କ୍ୟୁସେକଜଳ ନିଷ୍କାସିତ ହେଉଥିଲା। କଟକ ଜିଲାର ମୁଣ୍ଡଳିକୁ ଆଜି ୨ ଲକ୍ଷ ୩୬ ହଜାର ୧୯୨ କ୍ୟୁସେକଜଳ ପ୍ରବେଶ କରୁଛି, ଆସନ୍ତାକାଲି ୬ ଲକ୍ଷ କ୍ୟୁସେକଜଳ ପ୍ରବାହ କରିବ ବୋଲି ବିଶେଷଜ୍ଞମାନେ କହିଛନ୍ତି ା ଗତ ୨୪ଘଣ୍ଟାରେ ବନ୍ଧ ଉପରମୁଣ୍ଡରେ ୪୯.୪୭ ମିମି ଏବଂ ତଳମୁଣ୍ଡରେ ୨୯.୬୫ ମିମି ବର୍ଷା ରେକର୍ଡ କରାଯାଇଛି।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading
    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ