ଖସାପଡ଼ା ନୀତି, ସଂଧ୍ୟା ୬ଟାରୁ ରାତି ୧୦ ଯାଏଁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ : ସୋମବାରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି ସମୟରେ ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ ନାହିଁ। ଦଇତାପତି ସେବକମାନେ ଠାକୁରଙ୍କ ଏହି ସେବା କରିବେ। ଶ୍ରୀମନ୍ଦିର ପ୍ରଶାସନର ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତିଙ୍କ ସୂଚନା ଅନୁସାରେ ସୋମବାର ସଂଧ୍ୟା ୬ଟାରୁ ରାତି ପ୍ରାୟ ୧୦ଟା ପର୍ୟ୍ୟନ୍ତ ଦର୍ଶନ କଟକଣା ରହିଛି ।

ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦଇତାପତିମାନେ ଗର୍ଭଗୃହକୁ ପ୍ରବେଶ କରି ଠାକୁରଙ୍କ ଖସାପଡ଼ା ନୀତି ସମ୍ପନ୍ନ କରିବେ। ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ପାଳନ କରାଯାଏ । ତେବେ ସେଦିନର ଠାକୁରଙ୍କ ନୀତି ଉପରେ ଦର୍ଶନ କଟକଣା ସମୟ ନିର୍ଭର କରେ ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading
    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ