ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର : ସଡକ ଓ ଗୃହ ନିର୍ମାଣ ଡିଭିଜନ୍‌ର ସହକାରୀ ଯନ୍ତ୍ରୀ ରାଜକିଶୋର ଜେନାଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। ମଙ୍ଗଳବାର ଭିଜିଲାନ୍ସ ଟିମ୍‌ ଏକକାଳୀନ ଭାବେ ୧୦ଟି ସ୍ଥାନରେ ତଦନ୍ତ କରିଛି। ଭୁବନେଶ୍ୱରର ଗାଲେରିଆ ଓ ସିମ୍ଫୋନୀ ମଲ୍‌ ସମେତ ନୟାଗଡ଼ର ବିଭିନ୍ନ ସ୍ଥାନରେ ଏହି ତଲାସୀ ଚାଲିଛି। ଭୁବନେଶ୍ୱର ଭିଜିଲାନ୍ସର ମାନ୍ୟବର ବିଶେଷ ବିଚାରପତିଙ୍କ ୱାରେଣ୍ଟ ଆଧାରରେ ୭ ଜଣ ଡିଏସପି, ୫ ଜଣ ଇନ୍ସପେକ୍ଟର, ୧ ଜଣ ଏସଆଇ, ୧୧ ଜଣ ଏଏସଆଇ ଓ ଅନ୍ୟାନ୍ୟ ସହଯୋଗୀ କର୍ମଚାରୀ ଏହି ଅଭିଯାନରେ ଅଂଶଗ୍ରହଣ କରିଛନ୍ତି।

ଭିଜିଲାନ୍ସ ଟିମ୍‌ ରାଜକିଶୋର ଜେନାଙ୍କ ବାସଭବନ ଓ ସମ୍ପର୍କୀୟ ସ୍ଥାନଗୁଡ଼ିକରେ ସମ୍ପତ୍ତି ସମ୍ପର୍କିତ ଦଲିଲ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସଂଗ୍ରହ କରୁଛି। ତଦନ୍ତ ପ୍ରକ୍ରିୟା ଜାରି ରହିଛି ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ