ଓଟିଇଟି ପ୍ରଶ୍ନପତ୍ର ଲିକ୍ , ୬ ଗିରଫ

ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ରାଜ୍ୟ କ୍ରାଇମବ୍ରାଂଚ ୬ଜଣଙ୍କୁ ଗିରଫ କରିଛି । ଚଳିତମାସ ୨୦ତାରିଖରେ ଏହି ପରୀକ୍ଷା ହେବାର ଥିଲା କିନ୍ତୁ ୧୯ତାରିଖରେ ପ୍ରଶ୍ନପତ୍ର ଭାଇରାଲ ହେବାପରେ ରାଜ୍ୟ ସରକାର ଏହି ପରୀକ୍ଷାକୁ ଦିନକ ପୂର୍ବରୁ ବାତିଲ କରିଦେଇଥିଲେ । ଏହି ପ୍ରଶ୍ନପତ୍ର ଲିକ୍ ମାମଲାରେ ୨ଜଣ ଶିକ୍ଷକ ନେତାଙ୍କ ସମେତ କଟକସ୍ଥିତ ମାଧ୍ୟମିକ ଶିକ୍ଷା ବୋର୍ଡ ଉପସଭାପତିଙ୍କ କାର୍ୟ୍ୟାଳୟର ଡାଟା ଏଂଟ୍ରି ଅପରେଟରଙ୍କୁ କ୍ରାଇମବ୍ରାଂଚ ଗିରଫ କରିଛି ।

କଟକ ବୋର୍ଡ ଅଫ୍ ସେକେଣ୍ଡାରୀ ଏଜୁକେସନ(ବିଏସଇ)ର ଏଷ୍ଟାବ୍ଲିସମେଂଟ ଅଫିସର ବୁଲବୁଲ ବେହେରାଙ୍କ ଅଭିଯୋଗ ଆଧାରରେ କ୍ରାଇମବ୍ରାଂଚ ତଦନ୍ତ କରିଥିଲା । ସ୍ପେଶାଲ ଓଟିଇଟି ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ ହେବାନେଇ ପ୍ରଥମେ ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଉପସଭାପତି ୧୯ତାରିଖ ରାତି ୧୦ଟା ୪୫ମିନିଟରେ ଦେଖିବା ପରେ ଏହି ପରୀକ୍ଷାକୁ ସ୍ଥଗିତ ରଖିବା ନିମନ୍ତେ ନିଷ୍ପତ୍ତି ହୋଇଥିଲା । କ୍ରାଇମବ୍ରାଂଚ ତଦନ୍ତ ପରେ ଏହି ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ ପଠାଇଛି ।

  • Related Posts

    ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

    ମାଲକାନଗିରି : ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ। ମାଲକାନଗିରି ଆଦର୍ଶ ଥାନା ଅନ୍ତର୍ଗତ କାଞ୍ଚଲୱାଡା ଗ୍ରାମରେ ପାରିବାରିକ କଳହରୁ ହତ୍ୟା ହୋଇଛି। ସ୍ୱାମୀ ବୁଦୁରା ମାଢିଙ୍କ ଟାଙ୍ଗିଆ ଆକ୍ରମଣରେ ସ୍ତ୍ରୀ ଦେବେ ମାଢିଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମାଲକାନଗିରି ଆଦର୍ଶ…

    Continue reading
    ସର୍କିଟ ହାଉସରୁ ବନ୍ଧୁକ ଜବତ, ୨ଗିରଫ

    ରାଉରକେଲା: ପାନପୋଷ ସର୍କିଟ ହାଉସରୁ ରଘୁନାଥପାଲି ପୁଲିସ ବନ୍ଧୁକ ଜବତ କରିଛିl ଏହି ଘଟଣାରେ ପୁଲିସ ଦୁଇ ଯୁବକଙ୍କୁ ଗିରଫ କରିଛି l ଜଣେ ରାଉରକେଲା ପ୍ଲାଣ୍ଟସାଇଟ ଅଞ୍ଚଳର ଓ ଅନ୍ୟ ଜଣେ ବ୍ରହ୍ମପୁରର l ସହର ଜଣେ ଯୁବ ବିଜେପି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ