ଡେବ୍ରିଗଡ଼ ଅଭୟାରଣ୍ୟରେ ହେବ ବ୍ୟାଘ୍ର ପ୍ରକଳ୍ପ

ଭୁବନେଶ୍ୱର : ବରଗଡ଼ ଜିଲ୍ଲାର ଡେବ୍ରିଗଡ଼ରେ ହେବ ବ୍ୟାଘ୍ର ପ୍ରକଳ୍ପ। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ ପକ୍ଷରୁ ମିଳିଲା ଅନୁମତି। ବିଶେଷଜ୍ଞ କମିଟିର ସ୍ଥିତି ଅନୁଧ୍ୟାନ ପରେ ନିଷ୍ପତ୍ତି। ଅନ୍ତର୍ଜାତୀୟ ବ୍ୟାଘ୍ର ଦିବସରେ ପିସିସିଏଫ୍ ପ୍ରେମ୍‌ କୁମାର ଝା ଏନେଇ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସରକାର ଗୋଟିଏ ବିଶେଷଜ୍ଞ କମିଟି ଗଠନ କରିଛନ୍ତି। ସେ କମିଟି ଡେବ୍ରିଗଡ଼ ଯାଇ ସ୍ଥିତି ଅନୁଧ୍ୟାନ କରି ରିପୋର୍ଟ ଦେବ। କେଉଁ ଅଞ୍ଚଳରେ ଏବଂ କେତେ ଜାଗାରେ ପ୍ରକଳ୍ପ ହେବ । ଯଦି ପ୍ରକଳ୍ପ ପ୍ରତିଷ୍ଠା ହୁଏ ତେବେ କି ପଦକ୍ଷେପ ନିଆଯିବ । ତା’ ଉପରେ ନିଷ୍ପତ୍ତି ପରେ ଆମେ ଆଗେଇବୁ । କେନ୍ଦ୍ର ସରକାରଙ୍କ ଚିଠି ପରେ ଏବେ ଡେବ୍ରିଗଡ଼ରେ ବାଘ ପ୍ରକଳ୍ପ କରିବା ନେଇ ବିଭାଗ ଯୋଜନା କରାଯାଉଛି।

ସୂଚନାଯୋଗ୍ୟ, କିଛି ଦିନ ପୂର୍ବରୁ କେନ୍ଦ୍ର ସରକାରଙ୍କ ‘ସ୍ୱଦେଶ ଦର୍ଶନ ୨.୦’ ଅଧୀନରେ ଡେବ୍ରିଗଡ଼ ଅଭୟାରଣ୍ୟ ସାମିଲ ହୋଇଛି । ଏହାର ବିକାଶ ଉପରେ ଭାରତ ସରକାର ଗୁରୁତ୍ୱ ଦେଉଛନ୍ତି ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ