ଗିରଫ ହେଲେ ପ୍ରଣବପ୍ରକାଶଙ୍କ ଭାଇ ଲଲ

ଯାଜପୁର: ବିଜେଡି ନେତା ପ୍ରଣବପ୍ରକାଶ ଦାସଙ୍କ ଭାଇ ଭବପ୍ରସାଦ ଦାସ ଓରଫ ଲଲଙ୍କୁ ଗିରଫ କରିଛି ପୁଲିସ । ଯାଜପୁର ଟାଉନ ଥାନା ପୁଲିସ ତାଙ୍କୁ ଗିରଫ କରିଛି । ପୁଲିସ ତାଙ୍କୁ ଗିରଫ କରି ଏସଡିଜେଏମଙ୍କ ବାସଭବନକୁ ଆଣିଥିବା ଜଣାଯାଇଛି । ଯାଜପୁର ବିରଜା ହାଟରେ ଜଣେ ବ୍ୟବସାୟୀଙ୍କୁ ଧମକ ଦେବା ସହ ମାଡ଼ ମାରିବା ଅଭିଯୋଗରେ ପୁଲିସ ତାଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।ଗତକାଲି ବିଳମ୍ବିତ ରାତିରେ ଭବ ଦାସଙ୍କୁ ଘରୁ ଉଠାଇ ଆଣି ଅଟକ ରଖିଥିଲା ପୁଲିସ। ଆଜି ସକାଳେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା। ପରେ ତାଙ୍କୁ ଗିରଫ କରାଯାଇ ଏସ୍‌ଡିଜେଏମ୍‌ଙ୍କ ବାସଭବନକୁ ନେଇଛି ପୁଲିସ।

  • Garvita Odia

    Related Posts

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଯାଜପୁର: ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ । ଯାଜପୁର ଜିଲ୍ଲା ବ୍ୟାସନଗର ତହସିଲ କାର୍ୟ୍ୟାଳୟରେ କାର୍ୟ୍ୟରତ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ ବା ବରିଷ୍ଠ ରାଜସ୍ବ ସହାୟକ ହେମନ୍ତ କୁମାର ପେରେଇ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା…

    ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ

    କେନ୍ଦୁଝର: ପୁଅର ଟାଙ୍ଗିଆ ଚୋଟରେ ମାଆ ମୃତ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ରଙ୍ଗମାଟିଆ ସାହିରେ ଅଘଟଣ । ପୁଅର ଟାଙ୍ଗିଆ ଚୋଟରେ ମାଆର ମୃତ୍ୟୁ ହୋଇଛି । ମୃତକ ହେଲେ ଗ୍ରାମର ରିଣ୍ଡି ସୋରେନ । ମହିଳାଙ୍କ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ