୧୫ ତାରିଖ ଯାଏଁ ବଢ଼ିଲା ଇଗ୍ନୋର ନାମଲେଖା ଅବଧି

ଭୁବନେଶ୍ୱର: ଇନ୍ଦିରାଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଇଗ୍ନୋ)ରେ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଅବଧି ଆସନ୍ତା ୧୫ ତାରିଖକୁ ବୃଦ୍ଧି ପାଇଛି । ଏବେ ସମସ୍ତ ପ୍ରୋଗ୍ରାମରେ ନାମଲେଖା ଏବଂ ପୁନଃ ପଞ୍ଜୀକରଣ ଚାଲିଛି । ନାମ ଲେଖାଇବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦନକାରୀଙ୍କ ପାଇଁ ନାମ ଲେଖା ଏବଂ ପୁନଃ ପଞ୍ଜୀକରଣ ଦେୟ ୫୦% ଛାଡ଼ କରାଯାଇଛି । ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ

ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ, ସେମାନେ ଇଗ୍ନୋ ରିହାତି ପାଇବାକୁ ଯୋଗ୍ୟ ହେବେନାହିଁ । ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ୍‌ କିମ୍ବା ଆଞ୍ଚଳିକ କେନ୍ଦ୍ରକୁ ଇ-ମେଲ୍‌ରେ ଯୋଗାଯୋଗ କରିପାରିବେ ବୋଲି ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ. ମନୋଜ ଦାଶ ସୂଚନା ଦେଇଛନ୍ତି ।

  • Related Posts

    ପଲିଥିନ୍ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

    ସୁନ୍ଦରଗଡ଼: ପଲିଥିନ୍ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ସୁନ୍ଦରଗଡ଼ ଜିଲ୍ଲା ଚାନ୍ଦିପୋଷ ଥାନା ବଜାର ନିକଟ ୧୪୩ ନମ୍ବର ଜାତୀୟ ରାଜପଥ ଉପରୁ ଆଜି ସକାଳୁ ଜଣେ ଅଜଣା ଯୁବକଙ୍କ ମୃତଦେହ ମିଳିବା ପରେ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଘଟଣାସ୍ଥଳରେ…

    Continue reading
    କୁକୁରକୁ ଟାଣିନେଲା କୁମ୍ଭୀର

    ଭଦ୍ରକ: ଭଦ୍ରକ ଜିଲ୍ଲା ବୋଡ଼କ ପଞ୍ଚାୟତରେ କୁମ୍ଭୀର ଆତଙ୍କ। ରେବ ନଦୀରେ ଏକ ବିଶାଳ କୁମ୍ଭୀର ବୁଲୁଥିବା ଦେଖି ଆତଙ୍କିତ ହୋଇପଡ଼ିଛନ୍ତି ଗ୍ରାମବାସୀ। ଏହାସହ ରାସ୍ତାରେ ବୁଲୁଥିବା ଏକ କୁକୁରକୁ କୁମ୍ଭୀର ଟାଣି ନେଇଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଫଳରେ ବନ୍ୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ