ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ

ଭୁବନେଶ୍ୱର: ବଳଙ୍ଗା ପୀଡିତାଙ୍କ ଶେଷକୃତ୍ୟ ସଂପନ୍ନ ହୋଇଛି । ବାୟାବର ଗାଁ କବରସ୍ତାନରେ ସମସ୍ତ ରୀତିନୀତିରେ ଅନ୍ତିମ ସଂସ୍କାର ସଂପନ୍ନ ହୋଇଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ପୀଡିତାଙ୍କ ଘରେ ପହଞ୍ଚି ଅନ୍ତିମ ଦର୍ଶନ କରିବା ସହ ବିଦାୟ ଦେଇଥିଲେ । ଅମର ଆତ୍ମାର ସଦଗତି ପାଇଁ କାମନା କରିଥିଲେ । ଗାଁରେ ପୁଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଗତ ଦୁଇ ସପ୍ତାହ ଦୁଇ ସପ୍ତାହର ସଂଘର୍ଷ ପରେ ଜୀବନ ଯୁଦ୍ଧରେ ପୁରୀ ଜିଲା ବଳଙ୍ଗା ପୀଡ଼ିତା ହାରି ଯାଇଛନ୍ତି। ରବିବାର ଦିଲ୍ଲୀ ଏମ୍‌ସରେ ତାଙ୍କ ମୃତଦେହ ବ୍ୟବଚ୍ଛେଦ କରାଯାଇ ପାର୍ଥିବ ଶରୀର ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଦିଲ୍ଲୀରୁ ରବିବାର ରାତିରେ ଭୁବନେଶ୍ବର ବିମାନବନ୍ଦରରେ ମରଶରୀର ପହଞ୍ଚିିବା ପରେ ବିଏମ୍‌ସିର ମହାପ୍ରୟାଣ ଗାଡ଼ିରେ ମରଶରୀରକୁ କଡ଼ା ସୁରକ୍ଷା ବଳୟରେ ତାଙ୍କ ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ବାୟାବରର ନୂଆଗୋପାଳପୁର ଗାଁକୁ ନିଆଯାଇଥିଲା। ସୋମବାର ସକାଳେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ରୀତିନୀତି ଅନୁଯାୟୀ ନାବାଳିକାଙ୍କୁ କବର ଦିଆଯାଇଛି ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ବାତିଲ

    କଟକ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କଟକ ଗସ୍ତ କାର୍ଯ୍ୟକ୍ରମ ବାତିଲ୍ ହୋଇଛି । ତେବେ କେଉଁ କାରଣରୁ ଏହି ଗସ୍ତ ବାତିଲ୍ ହୋଇଛି ତାହା ସ୍ପଷ୍ଟ ଜଣାପଡ଼ିନି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସୋମବାର ଦିନ କଟକ ଗସ୍ତରେ ଆସି…

    Continue reading
    ବିଜେବି କଲେଜ ସଭାପତି ପ୍ରାର୍ଥୀଙ୍କୁ ମାଡ, ଥାନାରେ ଏତଲା

    ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନ ଭିତରେ ପ୍ରାକ୍ ନିର୍ବାଚନୀ ହିଂସା ଆରମ୍ଭ ହୋଇଛି । ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟର ସଭାପତି ପ୍ରାର୍ଥୀ ଆର୍ଯ୍ୟନ ମହାପାତ୍ରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ପିପିଲି ପଦା ପଡି଼ଆରେ ଭୋଜିଭାତ ଚାଲିଥିବା ବେଳେ ଏକ ନିର୍ଦ୍ଦିଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ