ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :ପୁଣି ଥରେ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତରେ ଯିବେ । ଏହି ଗସ୍ତ ଅବସରରେ ଦିଲ୍ଲୀରେ କେନ୍ଦ୍ର ନେତୃତ୍ୱଙ୍କୁ ଭେଟି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ । ଖାସ୍‌ କରି ରାଜ୍ୟରେ ଖାଲି ପଡିଥିବା ମନ୍ତ୍ରୀ ପଦ ଏବଂ ବିଭିନ୍ନ ନିଗମ ଓ ବୋର୍ଡର ଅଧ୍ୟକ୍ଷ ପୂରଣ ଉପରେ ଆଲୋଚନା ହୋଇପାରେ ।

  • Related Posts

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ବାମନାଳ:ବହୁ ଚର୍ଚ୍ଚିତ ବଳଙ୍ଗା ନାବାଳିକା ପୋଡ଼ି ମାରିବା ଉଦ୍ୟମ ଓ ଚିକିତ୍ସାଧୀନ ଅବସ୍ଥାରେ ରହସ୍ୟ ଜନକ ଭାବେ ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ରାଜ୍ୟରେ ଚର୍ଚ୍ଚା ହେଉଥିବା ବେଳେ ଆସନ୍ତା ୭ତାରିଖରେ ବିଜେଡି ପକ୍ଷରୁ ୬ଘଣ୍ଟିଆ ଜିଲ୍ଲା ବନ୍ଦ ଡାକରା ନିମନ୍ତେ ଏକ…

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ଆରଏମ୍‍ଏଲ୍‍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ସତ୍ୟପାଲ ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିବାରୁ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।…

    Leave a Reply

    Your email address will not be published. Required fields are marked *

    You Missed

    ଶିକ୍ଷା ବିଭା ୧୫ ହଜାର ଲାଞ୍ଚ ନେବାବେଳେ କିରାଣିଙ୍କୁ ଧରିଛି ଭିଜିଲାନସ୍

    ବାଂଲାଦେଶରେ ଫେବ୍ରୁଆରି ୨୦୨୬ରେ ହେବ ନିର୍ବାଚନ

    ବଳଙ୍ଗା ଘଟଣା: ୭ତାରିଖରେ ବିଜେଡିର ୬ଘଣ୍ଟିଆ ବନ୍ଦ

    ଉତ୍ତରାଖଣ୍ଡରେ ୪ ମୃତ ଓ ୫୦ରୁ ଅଧିକ ନିଖୋଜ

    ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ୍‍ ମଲ୍ଲିକଙ୍କ ପରଲୋକ

    ଓଡିଶା ହେବ ଗ୍ଲୋବାଲ୍ ସ୍କିଲ୍ ହବ୍