ଦୁଇଟି ମାଓ ଡମ୍ପ ଠାବ

ବୌଦ୍ଧ : ବୌଦ୍ଧରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ମନମୁଣ୍ଡା ଥାନା ଅନ୍ତର୍ଗତ ବାହାବାଲାଖୋଲ ସଂରକ୍ଷିତ ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ଦୁଇଟି ମାଓ ଡମ୍ପ ଠାବ । ଡମ୍ପ ଭିତରୁ ବିପୁଳ ମାଓ ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ ହୋଇଛି। ସେହିଭିତରେ ୭ ଟି ଡେଟୋନେଟର୍, ବିଦ୍ୟୁତ୍ ତାର, ମୋବାଇଲ ସମେତ ବହୁ ସାମଗ୍ରୀ ଜବତ ହୋଇଛି।

ସେପଟେ ଶୁକ୍ରବାର ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲାରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଥିଲେ । ପୋଲିସର ଏନକାଉଣ୍ଟରରେ ୧୦ଜଣ ନକ୍ସଲ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ୩ଟି ଅଟୋମେଟିକ ବନ୍ଧୁକ ସହ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛି ପୋଲିସ । ଊଜଏ ଜବାନଙ୍କ ଅପରେସନ ବେଳେ ଏହି ସଫଳତା ମିଳିଥିବା ନେଇ ସୁରମା ଏସପି ସୂଚନା ଦେଇଥିଲେ ।

  • Related Posts

    ଭିଜିଲାନ୍ସ ପଞ୍ଝାରେ ସହକାରୀ ନିର୍ବାହୀ ଯନ୍ତ୍ରୀ

    ଭୁବନେଶ୍ୱର/ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବେତନଟି ଆର ଆଣ୍ଡ ବି(ରାସ୍ତା ଓ ଗୃହ ନିର୍ମାଣ) ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ଅରବିନ୍ଦ ମହାନ୍ତି ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ…

    Continue reading
    ଉଦ୍ଧାର ବାଘ ଛୁଆ ସୁରକ୍ଷିତ; ବାଘୁଣୀ ଯମୁନା ଏନକ୍ଲୋଜରକୁ ସ୍ଥାନାନ୍ତର

    ରାଇରଙ୍ଗପୁର: କରଞ୍ଜିଆ ବନଖଣ୍ଡ ଅନ୍ତର୍ଗତ ଠାକୁରମୁଣ୍ଡା ରେଞ୍ଜର ଖପାରଖାଇ ଗ୍ରାମରୁ ଉଦ୍ଧାର ହୋଇଥିବା ବାଘ ଛୁଆଟି ସୁରକ୍ଷିତ ରହିଛି । ଶିମିଳିପାଳ ଅଭୟାରଣ୍ୟର ଫରେଷ୍ଟ୍ କ୍ୟାମ୍ପସରେ ତାହାର ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ଚାଲିଛି । ଉକ୍ତ ବାଘ ଛୁଆଟିକୁ ବାଘୁଣୀ ଯମୁନା ରହୁଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ