ଭୁଲ୍‌ ହେଲା ଏକଜିଟ୍‌ ପୋଲ୍‌

ପୁଣିଥରେ ଏକଜିଟ୍‌ ପୋଲ୍‌ ଭୁଲ ସାବ୍ୟସ୍ତ ହୋଇଛି । ମହାରାଷ୍ଟ୍ରରେ ମହାୟୁତି ସରକାର ଗଢ଼ିବ ବୋଲି ଏକଜିଟ୍‌ ପୋଲରେ ଆକଳନ କରାଯାଇଥିଲା । ତେବେ ଏମଭିଏ ମେଣ୍ଟ ଶହେ ଛୁଇଁବ ବୋଲି ମଧ୍ୟ କୁହାଯାଉଥିଲା । କିନ୍ତୁ ସେଭଳି କିଛି ହୋଇନାହିଁ । ମହାରାଷ୍ଟ୍ରରେ ବିଜେପି ନେତୃତ୍ୱାଧୀନ ମହାୟୁତି ମେଣ୍ଟ ବିପୁଳ ଆସନ ହାସଲ କରିବାରେ ସଫଳ ହୋଇଛି । ଯେତେବେଳେକି କଂଗ୍ରେସ, ଶିବସେନା ୟୁବିଟି ଓ ଏନସିପି ଶରଦ ପାୱାର ଦଳକୁ ଲଜ୍ଜାଜନକ ପରାଜୟର ସାମ୍ନା କରିବାକୁ ପଡ଼ିଛି । ନିର୍ବାଚନରେ ସିନ୍ଧେଙ୍କ ଶିବସେନା ଓ ଅଜିତ ପାୱାରଙ୍କ ଏନସିପି ବେଶ୍‌ ଭଲ ପ୍ରଦର୍ଶନ କରିବାରେ ସକ୍ଷମ ହୋଇଛନ୍ତି । ତେବେ ସବୁଠାରୁ ବଡ଼ କଥାଟି ହେଉଛି ମହାରାଷ୍ଟ୍ରରେ ବିଜେପି ବୃହତ୍‌ ସଫଳତା ହାସଲ କରିଥିବାରୁ ଆଉ ଏକନାଥ ସିନ୍ଧେ ମୁଖ୍ୟମନ୍ତ୍ରୀ ହେଶଇପାରିବେ ନାହିଁ ।

Related Posts

କବିସୂର୍ଯ୍ୟନଗର ଥାନାରେ ହାଜତ ମୃତ୍ୟୁ ଘଟଣା; OHRCଙ୍କୁ ଭେଟିଲା ବିଜେଡି

ଭୁବନେଶ୍ୱର: କବିସୂର୍ଯ୍ୟନଗର ଥାନାରେ ହାଜତ ମୃତ୍ୟୁ ଘଟଣା ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି । ଭିନ୍ନକ୍ଷମ ଯୁବକ ସୁଶାନ୍ତ ସାହୁଙ୍କୁ ପୋଲିସର ଅକଥନୀୟ ନିର୍ଯାତନା ଦେବା ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏହି ଘଟଣାରେ ଆଜି ରାଜ୍ୟ…

Continue reading
ପୁରୀରେ କୁଖ୍ୟାତ ଅପରାଧୀ ଚନ୍ଦନକୁ ଏନକାଉଣ୍ଟର

ପୁରୀ : ସମ୍ବଲପୁର ଓ ବ୍ରହ୍ମପୁର ପରେ ଆକ୍ସନ ମୋଡରେ ପୁରୀ ପୁଲିସ। ପୁରୀର ଜଣେ କୁଖ୍ୟାତ ଅପରାଧୀକୁ ଏନକାଉଣ୍ଟର ହୋଇଛି। ବାସେଳିସାହି ଥାନା ଓଁକାରେଶ୍ବର ନିକଟରେ ପୁରୀ ପୋଲିସ ଏନକାଉଣ୍ଟର କରିଛି। ପୁଲିସ ଗୁଳିରେ କୁଖ୍ୟାତ ଅପରାଧୀ ବିଷ୍ଣୁ ଜେନା…

Continue reading

Leave a Reply

Your email address will not be published. Required fields are marked *

You Missed

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ