ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀଙ୍କୁ ପ୍ରଦାନ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର, : ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ମିଳିଥିବା ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ସାର୍ଟିଫିକେଟ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଦାନ କରିଛନ୍ତି । ଏହି ସମୟରେ କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା(ପିପିସି) -୨୦୨୫ ଗୋଟିଏ ମାସରେ ସର୍ବାଧିକ ପଞ୍ଜୀକରଣ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡରେ ସ୍ଥାନ ପାଇଥିଲା । ଆୟୋଜିତ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ , କେନ୍ଦ୍ର ରେଳ ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ ରାଷ୍ଟ୍ରମନ୍ତ୍ରୀ ଜିତିନ ପ୍ରସାଦ ‘ପରୀକ୍ଷା ପେ ଚର୍ଚ୍ଚା’ ପାଇଁ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ଏକ ପ୍ରମାଣପତ୍ର ଗ୍ରହଣ କରିଥିଲେ।

  • Related Posts

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୬ ମୃତ

    ଲାତେହାର : ଝାଡ଼ଖଣ୍ଡର ଲାତେହାର ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ୬ ଜଣଙ୍କର ମୃତ୍ୟୁ ହୋଇଛି। ଚାନ୍ଦୱା ଥାନା ଅନ୍ତର୍ଗତ ଲୁକୁଇୟା ଘାଟିରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ଟ୍ରେଲର ନିୟନ୍ତ୍ରଣ ହରାଇ…

    Continue reading
    କଂଗ୍ରେସ ନେତାଙ୍କୁ ଗୁଳି କରି ହତ୍ୟା, ପୁଅର ମଧ୍ୟ ମୃତ୍ୟୁ

    ନୂଆଦିଲ୍ଲୀ; ପଶ୍ଚିମବଙ୍ଗ ନାଦିଆରେ କଂଗ୍ରେସ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଘରୁକୁ ଫେରୁଥିବା ବେଳେ ନାଦିଆ କଂଗ୍ରେସ ନେତା ଅନିସୁର ରହମାନଙ୍କ କାରକୁ ଅଟକାଇ ବନ୍ଧୁକ ଏବଂ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଥିଲା । ଏଥିରେ ତାଙ୍କ ପୁଅର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ