ବର୍ଷା: ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର : ଆସନ୍ତା ୮ ତାରିଖରେ ଦକ୍ଷିଣ ବାଂଲାଦେଶ ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହେବ। ୭ ତାରିଖରେ କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ଆସନ୍ତା ୨୪ ଘଣ୍ଟା ପାଇଁ ୨୦ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

୮ ତାରିଖରେ କେନ୍ଦୁଝର ଓ ସୁନ୍ଦରଗଡ଼ରେ ଭାରୀ ବର୍ଷା ହୋଇପାରେ। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଦକ୍ଷିଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ସମ୍ଭାବନା ଅଛି। ୯, ୧୦ ଏବଂ ୧୧ ତାରିଖରେ ଉତ୍ତର ଓଡ଼ିଶା, ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବ। ଏନେଇ ଆସନ୍ତା ୧୧ ଯାଏ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ‌ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ