ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ୍ ଆମ୍ବାସଡର ମାଧୁରୀ ଦୀକ୍ଷିତ

ଭୁବନେଶ୍ୱର: ଆଜି ଜାତୀୟ ହସ୍ତତନ୍ତ ଦିବସ। ଜନତା ମଇଦାନରେ ଆୟୋଜିତ ହୋଇଛି ହସ୍ତତନ୍ତ ମେଳା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଉଦ୍‌ଘାଟନ କରିଛନ୍ତି । ତେବେ ସାମିଲ ହୋଇଥିଲେ ବଲିଉଡ୍‌ର ଧକ୍‌ଧକ୍ ଗାର୍ଲ ମାଧୁରୀ ଦୀକ୍ଷିତ। ଏହି ଅବସରରେ ଓଡ଼ିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସାଡର ତଥା ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ନୂଆ ବ୍ରାଣ୍ଡ ଆମ୍ବାସଡର୍ ଭାବେ ମାଧୁରୀଙ୍କ ନାଁ ଘୋଷଣା କରଛନ୍ତି ମୁଖ୍ୟମନ୍ତ୍ରୀ । ଜାତୀୟ ଅନ୍ତର୍ଜାତୀୟ ସ୍ତରରେ ଓଡ଼ିଶା ହସ୍ତତନ୍ତର ପ୍ରଚାର ପ୍ରସାର କରିବେ ମାଧୁରୀ । ଆସନ୍ତା ବର୍ଷେ ପର୍ଯ୍ୟନ୍ତ ବ୍ରାଣ୍ଡ ଆମ୍ବାସଡର୍ ଦାୟିତ୍ବ ତୁଲାଇବେ ମାଧୁରୀ ।
ସୂଚନା ଥାଉକି, ଉଦ୍‌ଘାଟିତ ହୋଇଛି ଜାତୀୟ ହସ୍ତତନ୍ତ ଦିବସ-୨୦୨୫ । ଓଡ଼ିଶାରେ ‘EKTA’ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଅତିଥି ଭାବେ ସାମିଲ ହୋଇଥିଲେ ବଲିଉଡ୍ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ତେବେ ଜାତୀୟ ହସ୍ତତନ୍ତ ଦିବସ ଅବସରରେ ଭୁବନେଶ୍ୱରରେ ଆୟୋଜିତ ‘ଏକତା’ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ବଲିଉଡ ଅଭିନେତ୍ରୀ ମାଧୁରୀ ଦୀକ୍ଷିତ । ଓଡ଼ିଶା ହସ୍ତକଳା ଏବଂ ଶାଢୀର ସୌନ୍ଦର୍ଯ୍ୟକୁ ପ୍ରଶଂସା କରିଥିଲେ ମାଧୁରୀ ।

  • Related Posts

    କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

    ନୂଆଦିଲ୍ଲୀ | ଭୁବନେଶ୍ୱର, ୮ ଅକ୍ଟୋବର ୨୦୨୬: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି

    ଅବଢ଼ା ଯୋଜନାରେ ଜଗନ୍ନାଥବଲ୍ଲଭ ତୀର୍ଥଯାତ୍ରୀ କେନ୍ଦ୍ର, ମାର୍କେଟ କମ୍ପ୍ଲେକ୍ସ, ଶ୍ରୀସେତୁ ତଥା ମୁସା ନଦୀର ସଂପ୍ରସାରଣ ପ୍ରକଳ୍ପ ପ୍ରକଳ୍ପ ପାଇଁ ଅଧିକ ୧୦୦.୮୩ କୋଟି ଟଙ୍କା ବରାଦ କଲେ ମୁଖ୍ୟମନ୍ତ୍ରୀ ପୂର୍ବରୁ ପ୍ରକଳ୍ପ ମୂଲ୍ୟ ଥିଲା ୫୫୭.୧୯ କୋଟି, ଏବେ ହେଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ