ଦୁର୍ଘଟଣାରେ ଦୁଇ ବୁଲେଟ୍‌ ଆରୋହୀ ମୃତ

ବୌଦ୍ଧ: ବୁଲେଟ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ଦୁଇ ବୁଲେଟ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି । ବୌଦ୍ଧ ଜିଲ୍ଲା ବାଉଁଶୁଣି ଥାନା ଗଜରାଜପୁର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ୫୭ ନମ୍ବର ଜାତୀୟ ରାଜପଥ ବାଉଁଶୁଣି ଥାନା ଗଜରାଜପୁର ନିକଟରେ ଦୁର୍ଘଟଣା । ବୁଲେଟ୍‌କୁ ଧକ୍କା ଦେଲା ‘ରଘୁନାଥ’ ନାମକ ଯାତ୍ରୀବାହୀ ବସ୍ । ଦୁର୍ଘଟଣା ଫଳରେ ଘଟଣାସ୍ଥଳରେ ଦୁଇ ବୁଲେଟ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ମୃତକ ଦୁଇ ଜଣ ସମ୍ପର୍କରେ ମାମୁଁ ଓ ଭଣଜା ହୋଇଥିବା ସୂଚନା ମିଳିଛି । ତେବେ ବସ୍‌ରେ ଥିବା ସମସ୍ତ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଯାତ୍ରୀବାହୀ ବସ୍‌ଟି ଭୁବନେଶ୍ୱରରୁ ଉମରକୋଟ ଯାଉଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛନ୍ତି ।

  • Related Posts

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଜୟପୁର: ଶନିବାର କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସହର ଉପକଣ୍ଠ ବାଙ୍କବିଜାରେ ଆୟୋଜିତ ସମାବେଶରେ ଯୋଗଦେବେ । ୯ ତାରିଖ ପୂର୍ବାହ୍ଣରେ ମହିଳାଙ୍କୁ ସୁଭଦ୍ରା ଯୋଜନା ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ଏହାକୁ…

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର: ନିଯୁକ୍ତିରେ ଜାଲିଆତି ଅଭିଯୋଗରେ ଭୁବନେଶ୍ଵର ଏମ୍‌ସରେ ଚଢ଼ାଉ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ)। ଶୁକ୍ରବାର ସିବିଆଇ ଟିମ ଏମ୍‌ସରେ ପହଞ୍ଚି ନିଯୁକ୍ତି ସମ୍ପର୍କିତ କାଗଜପତ୍ର ଯାଞ୍ଚ କରିବା ସହିତ ଭୁବନେଶ୍ଵରର ଅନ୍ୟ ୨ଟି ସ୍ଥାନରେ ଚଢ଼ାଉ କରିଛି। ଏହାବ୍ୟତୀତ ଜଗତସିଂହପୁରର…

    Leave a Reply

    Your email address will not be published. Required fields are marked *

    You Missed

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    କେନ୍ଦ୍ର କ୍ୟାବିନେଟ: ଉଜ୍ଜ୍ୱଳା ଯୋଜନା ପାଇଁ ୧୨୦୬୦ କୋଟି

    ଶନିବାର କୋରାପୁଟ ଯିବେ ମୁଖ୍ୟମନ୍ତ୍ରୀ

    ଶନିବାର କୋରାପୁଟ  ଯିବେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଭୁବନେଶ୍ଵର ଏମ୍‌ସରେ ସିବିଆଇ ଚଢ଼ାଉ

    ଝିଆରୀକୁ ଗର୍ଭବତୀ କଲା ପିଉସା

    ଝିଆରୀକୁ ଗର୍ଭବତୀ କଲା ପିଉସା

    ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

    ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

    ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ