ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ପୀଡ଼ିତାଙ୍କ ଘରେ ଫୋରେନସିକ ଟିମ୍‌ର ତଦନ୍ତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କାଠିଆପଡ଼ା ଗ୍ରାମରେ ଯୁକ୍ତ ୩ ଛାତ୍ରୀ ମୃତ୍ୟୁ ମାମଲାରେ ଫୋରେନସିକ ଟିମ୍‌ ତଦନ୍ତ ଜାରି ରଖିଛି। ଶୁକ୍ରବାର ୨ୟ ଥର ଲାଗି ୪ ଜଣିଆ ଫୋରେନସିକ୍ ଟିମ୍ ମୃତା ଛାତ୍ରୀଙ୍କ ଘରେ ପହଞ୍ଚି ପରିବାର ଲୋକଙ୍କୁ ପଚରା ଉଚରା କରିଛି। ଏହା ବ୍ୟତୀତ କେନ୍ଦ୍ରାପଡ଼ା ଏସପି ଏବଂ ପଟ୍ଟାମୁଣ୍ଡାଇ ଥାନା ଆଇଆଇସି ମଧ୍ୟରେ ଛାତ୍ରୀଙ୍କ ଘରେ ପହଞ୍ଚି ଯାଞ୍ଚ କରିଛନ୍ତି।

କୁହାଯାଉଛି ଯେ, ଛାତ୍ରୀ ଜଣକ ଆହତ୍ମତ୍ୟା କରିନାହାନ୍ତି। ତାଙ୍କୁ ହତ୍ୟା କରାଯାଇଛି। ଏ ନେଇ ପୁଲିସ ହାତରେ ବଡ଼ ସୁରାକ ଲାଗିଥିବା ବିଶ୍ଵସ୍ତ ସୂତ୍ରରୁ ଜଣାପଡ଼ିଛି। ତେଣୁ ଏହା ଆତ୍ମହତ୍ୟା ନା ହତ୍ୟା ତାହାକୁ ନେଇ ସନ୍ଦେହ ପ୍ରକାଶ ପାଇଛି। ପୁଲିସ ମଧ୍ୟ ବିଭିନ୍ନ ଦିଗରୁ ଘଟଣାର ତଦନ୍ତ ଚଳାଇଛି।

  • Related Posts

    ଝିଆରୀକୁ ଗର୍ଭବତୀ କଲା ପିଉସା

    କାଳିପଦା : ବାଲେଶ୍ବର ଜିଲ୍ଲା ସିଂଲା ଥାନା ଅନ୍ତର୍ଗତ ଭାନୁପୁର ଗ୍ରାମରେ ଜଣେ ୧୩ ବର୍ଷର ନାବାଳିକାକୁ ଦୁଷ୍କର୍ମ କରି ଗର୍ଭବତୀ କରିଛି ସମ୍ପର୍କୀୟ ପିଉସା ।ଗୁରୁବାର ଅଭିଯୁକ୍ତ ପିଉସାକୁ କାବୁ କରି ରାତି ସାରା ବାନ୍ଧି ରଖିଥିଲେ ପୀଡିତାଙ୍କ ପରିବାର…

    ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ଏସଆଇ

    ଜଗତସିଂହପୁର: ନାବାଳିକାକୁ ବିବାହ କରି ସସ୍‌ପେଣ୍ଡ ହେଲେ ପୋଲିସ ଏସଆଇ । ଫେସ୍‌ବୁକ୍‌ ପରିଚୟରୁ ଦଶମ ଶ୍ରେଣୀ ଝିଅକୁ ପ୍ରେମ ପରେ ବିବାହ କରିଥିଲେ ଥାନା ଏସ୍‌ଆଇ । ବାଲେଶ୍ଵର ଜିଲ୍ଲା ବାଲିଆପାଳ ଥାନା ରତେଇ ଗାଁର ଅମିତ ପାଢ଼ୀଙ୍କ ନାଁରେ…

    Leave a Reply

    Your email address will not be published. Required fields are marked *

    You Missed

    ଓଡ଼ିଶା ବିଧାନସଭାର ନୂତନ େୱବ୍‌ସାଇଟ୍‌ ଉନ୍ମୋଚିତ

    ସ୍ୱାୟତ୍ତ ଦିବସ ପାଳନରୁ ସବୁଜ ୱାର୍ଡ ଅଭିଯାନର ହେବ ଶୁଭାରମ୍ଭ

    ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ତ୍ଵରିତ ପଦକ୍ଷେପ : ଦିନକରେ ଦିଆଗଲା ଦିବ୍ୟାଙ୍ଗ ପ୍ରମାଣପତ୍ର

    ମାନସିକ ସ୍ୱାସ୍ଥ୍ୟ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା ଏବଂ ବିକାଶ କାର୍ଯ୍ୟକ୍ରମ

    ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମୀକ୍ଷା କଲେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ

    State-level workshop on Mental Health held in Bhubaneswar