ମର୍ମନ୍ତୁଦ ଦୁର୍ଘଟଣା, ସ୍ତ୍ରୀ ସାମ୍ନାରେ ଚାଲିଗଲା ସ୍ୱାମୀର ଜୀବନ

ଭୁବନେଶ୍ୱର : ଭୁବନେଶ୍ୱର ଉପକଣ୍ଠ ଗଙ୍ଗପଡ଼ା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ସ୍କୁଟି ଉପରେ ଚଢିଗଲା ଟ୍ରକ । ଯେଉଁଥିରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣେ ଗୁରୁତର ହୋଇଛନ୍ତି । ସ୍ୱାମୀ-ସ୍ତ୍ରୀ ଏବଂ ପୁଅଙ୍କ ସହ ଏକ ସ୍କୁଟି ଯୋଗେ ଯାଉଥିଲେ । ଭୁବନେଶ୍ୱର ଗଙ୍ଗପଡ଼ା ଛକ ନିକଟରେ ଏକ ଟ୍ରକ ସ୍କୁଟି ଉପରେ ଚଢିଯାଇଥିଲା । ଯାହାଫଳରେ ସ୍କୁଟି ଚଳାଉଥିବା ସ୍ୱାମୀଙ୍କର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଓ ଦୁଇ ବର୍ଷର ପୁଅ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ବାକି ଇନ୍‌ଫୋଭ୍ୟାଲି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ତେବେ ସ୍କୁଟିଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବାର ସୂଚନା ମିଳିଛି ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ