ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ । ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ଲୋକମାନଙ୍କୁ ସିଧାସଳଖ ଭେଟି କରୁଛନ୍ତି ଆଲୋଚନା । ରାଜ୍ୟର ବିଭିନ୍ନ ସ୍ଥାନରୁ ୧ ହଜାର ଲୋକ କରିଛନ୍ତି ପଞ୍ଜୀକରଣ । ନିଜ ନିଜର ସମସ୍ୟାକୁ ନେଇ ବିଭିନ୍ନ ଜିଲ୍ଲାରୁ ଲୋକ ଆସି ରାଜଧାନୀରେ ପହଞ୍ଚିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସମେତ ବିଭିନ୍ନ ବିଭାଗର ମନ୍ତ୍ରୀ ଓ ସଚିବ ମାନେ ଅଭିଯୋଗ ଶୁଣାଣି ବେଳେ ଉପସ୍ଥିତ ରହିଛନ୍ତି ।
ରାଜ୍ୟରେ ନୂଆ ସରକାର ଆସିବା ପରଠୁ ପ୍ରତି ସୋମବାର ମୁଖ୍ୟମନ୍ତ୍ରୀ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି । ଅନ ଦି ସ୍ପଟ୍ ସମସ୍ୟାର ସମାଧାନ କରୁଛନ୍ତି । ଗୁରୁତର ରୋଗୀ ଯେଉଁମାନେ ଦାରିଦ୍ର୍ୟ ଯୋଗୁଁ ଚିକିତ୍ସାରୁ ବଞ୍ଚିତ ହେଉଛନ୍ତି, ସେମାନଙ୍କୁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ପ୍ରଦାନ କରୁଛନ୍ତି । ଯେଉଁମାନଙ୍କର ଚାକିରି କ୍ଷେତ୍ରରେ କିମ୍ବା ପେନସନ୍ ପାଇବାରେ ବିଳମ୍ବ ହେଉଛି, ସେମାନଙ୍କ ସମସ୍ୟାର ତ୍ବରିତ ସମାଧାନ କରାଯାଉଛି ।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଆଜି ପୂଜ୍ୟ ପ୍ରଣାମ ପୁଣ୍ୟାତ୍ମା, ଲୋକସେବକ ମଣ୍ଡଳର ଉପସଭାପତି ତଥା ‘ସମାଜ’ ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ ତମ ଜୟନ୍ତୀ। ଏହି ଅବସରରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ