ଫସିଲେ ରାନୀ ପ୍ରିୟଦର୍ଶିନୀ, କାହିଁକି ଜାଣନ୍ତୁ

ଭୁବନେଶ୍ୱର: ବିନା ହେଲମେଟରେ ସ୍କୁଟି ଚଢ଼ି ରାଜରାସ୍ତାରେ ରିଲ୍ସ କରିବା ପଡ଼ିଲା ମହଙ୍ଗା। ଅଭିନେତ୍ରୀ ରାନୀ ପ୍ରିୟଦର୍ଶିନୀଙ୍କ ସ୍କୁଟି ଜବତ କରାଯାଇଛି। ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ତାଙ୍କ ଗାଡ଼ିକୁ ଜବତ କରାଯାଇଛି।

ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ। ଏନେଇ ସୋଶାଲ ମିଡିଆରେ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଟ୍ରାଫିକ ନିୟମ ଉଲ୍ଲଂଘନ ନେଇ ଅନେକ ଲୋକେ ସ୍ୱର ଉଠାଇଥିଲେ। ଏହାପରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଗାଡ଼ିକୁ ଜବତ କରାଯାଇଛି।ଆଇନ ଅନୁଯାୟୀ କାର୍ୟ୍ୟାନୁଷ୍ଠାନ ବା ଫାଇନ ଆଦାୟ କରାଯିବ ବୋଲି କୁହାଯାଇଛି। ଅନ୍ୟପକ୍ଷରେ ରାଜରାସ୍ତାରେ ରିଲ୍ସ କରୁଥିବା ବେଳେ ସତର୍କତା ଅବଲମ୍ବନ କରିବାକୁ ବିଭାଗ ପକ୍ଷରୁ ଚେତାବନୀ ଦିଆଯାଇଛି। ତେବେ ଏହି ରିଲ୍ସଟି କେବେକାର ତାହା ଜଣାପଡ଼ିନାହିଁ।

  • Related Posts

    ରାଇକିଆ ବସ୍‌ଷ୍ଟାଣ୍ଡ ଓ ମଣ୍ଡାକିଆରେ ‘ନମୋ ସେବା ଗାଥା’ ପରିବେଷଣ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଚାଲିଥିବା ‘ସେବା ସଂକଳ୍ପ ଅଭିଯାନ-୨୦୨୬’ ଅବସରରେ ‘ନମୋ ସେବା ଗାଥା’ ପଥପ୍ରାନ୍ତ ନାଟକ ପରିବେଷଣ କରାଯାଇଛି। ଏହି ଅଭିଯାନ ଅନ୍ତର୍ଗତ ସାରା ରାଜ୍ୟର ବିଭିନ୍ନ…

    Continue reading
    “ଦାଦନ ଶ୍ରମିକ”ଙ୍କ ମରଶରୀର ଗାଁକୁ ଆଣିବା ପାଇଁ ଜିଲ୍ଲାପାଳଙ୍କ ନିକଟରେ ସହାୟତା ପାଇଁ ‘ସ୍ୱାକ’ର ପ୍ରୟାସ

    ରାଇକିଆ: କନ୍ଧମାଳ ଜିଲ୍ଲା ଦାରିଙ୍ଗିବାଡ଼ି ବ୍ଲକ ଅନ୍ତର୍ଗତ କାଟିଙ୍ଗିଆ ପଞ୍ଚାୟତର ଆଡ଼ିବଙ୍ଗା ଗ୍ରାମର ଦାଦନ ଶ୍ରମିକ ଶ୍ରୀ ସନ୍ତୋଷ ମଲ୍ଲିକ (୪୬)ଙ୍କ କେରଳ ରାଜ୍ୟରେ ଆଜି ସକାଳେ ହଠାତ୍ ମୃତ୍ୟୁ ଘଟିଛି। ତାଙ୍କ ମରଶରୀର କେରଳର କନ୍ନୁର ଜିଲ୍ଲାର ଏକ ସରକାରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ