ରାଜନଗରରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ

ରାଜନଗର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଠାରେ ରାକ୍ଷୀ ପୂର୍ଣ୍ଣମୀ ଦିନ କୋଲ୍ଡ ଡ୍ରିଙ୍କ୍‌ ପିଆଇବାକୁ ଡାକି ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ ଗତ ରାକ୍ଷୀ ପୂର୍ଣ୍ଣିମା ଦିନ ପୀଡିତାଙ୍କୁ ସଂପର୍କୀୟ ପିଉସା ଥଣ୍ଡା ପିଆଇବା ଲାଗି ପାଖ ଦୋକାନକୁ ନେଇଥିବା ବେଳେ ପୂର୍ବରୁ ପ୍ରସ୍ତୁତ ଥିବା ୪ ଯୁବକ ଛାତ୍ରୀଙ୍କୁ ଟେକି ନେଇଥିଲେ ଏବଂ ସମ୍ପର୍କୀୟ ପିଉସାଙ୍କ ସମେତ ୫ ଜଣ ମିଶି ଛାତ୍ରୀ ସହ ଗଣଦୁଷ୍କର୍ମ କରିଥିଲେ । ଗତକାଲି ରାତି ପ୍ରାୟ ୧୧ଟାରେ ଏନେଇ ରାଜନଗର ଥାନାରେ ପୀଡିତାଙ୍କ ପରିବାର ପକ୍ଷରୁ ଏତଲା ଦିଆଯିବା ପରେ ପୁଲିସ ସଂପର୍କୀୟ ପିଉସାଙ୍କ ସମେତ ୫ଜଣଙ୍କୁ ଉଠାଇ ନେଇଥିଲା । ସେମାନଙ୍କୁ ପଚରାଉଚରା କରିବା ସହ ତଦନ୍ତ ଜାରି ର୍‌ଖିଛି ପୁଲିସ।

  • Related Posts

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ୭୯ ତମ ସ୍ବାଧିନତା ଦିବସ ପାଇଁ ପ୍ରସ୍ତୁତି ଅବସରରେ ଭୁବନେଶ୍ବର ଗାନ୍ଧୀମାର୍ଗରେ ଆଜି ପରେଡ୍‌ ରିହର୍ସଲ ଆୟୋଜିତ ହୋଇଛି । ଚଳିତ ବର୍ଷ ପୁଲିସ ବ୍ୟାଣ୍ଡ ସହ ବିଭିନ୍ନ ସ୍କୁଲର ବ୍ୟାଣ୍ଡ ମଧ୍ୟ ପରେଡ୍‌ ସମାରୋହରେ ତାଙ୍କ କମାଲ ଦେଖାଇବେ ।…

    Continue reading
    ଗୁଳିବିନିମୟ: ଜଣେ ନକ୍ସଲ ନିହତ

    ବିଶ୍ରା: ସୁନ୍ଦରଗଡ଼ ଜିଲ୍ଲା ବିଶ୍ରା ବ୍ଲକ ଅଧୀନସ୍ଥ ଜରାଇକେଲା ସୀମାନ୍ତରେ ଥିବା ଯିବା ଝାଡ଼ଖଣ୍ଡର ପଶ୍ଚିମ ସିଂହଭୂମି ଜିଲ୍ଲାର ଗୋଇଲକେରା ପୁଲିସ ଷ୍ଟେସନ ଅଞ୍ଚଳରେ ଆଜି ସକାଳେ ନକ୍ସଲ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଗୁଳି ବିନିମୟ ହୋଇଥିଲା, ଯେଉଁଥିରେ ଜଣେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    Promoting Ayush systems of medicine at global level

    MSDE Hosts Consultative Workshop to Drive National Scheme for ITI Upgradation in Odisha

    Nationwide Digital Life Certificate Campaign 4.0 from 1st to 30th November, 2025

    210 Panchayat Leaders to attend Independence Day Celebrations in New Delhi as Special Guests

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ଗାନ୍ଧୀ ମାର୍ଗରେ ରିହର୍ସଲ ପରେଡ୍‌

    ଘନେଇଲା ଭାରତ-ପାକିସ୍ତାନ ଯୁଦ୍ଧ ଆଶଙ୍କା

    ଘନେଇଲା ଭାରତ-ପାକିସ୍ତାନ  ଯୁଦ୍ଧ ଆଶଙ୍କା