ଗୁଜରାଟ ଟାଇଟନ୍ସ ପାଇଁ ଖେଳିବେ ମହମ୍ମଦ ସିରାଜ

ନୂଆଦିଲ୍ଲୀ: ଆରସିବିର ଷ୍ଟ୍ରାଇକ ବୋଲର ମହମ୍ମଦ ସିରାଜ ୨୦୨୫ ଆଇପିଏଲରେ ଗୁଜରାଟ ଟାଇଟନ୍ସ ପାଇଁ ଖେଳିବେ। ତାଙ୍କୁ ଆଜି ୧୨.୨୫ କୋଟି ଟଙ୍କାର ଗୁଜରାଟ ନିଜ ସହ ସାମିଲ କରିଛି। ସିରାଜଙ୍କୁ ଅକ୍ସନରେ ନେବା ପାଇଁ ଚେନ୍ନାଇ ଚେଷ୍ଟା କରିଥିଲା। ହେଲେ ୮ କୋଟି ପରେ ଦଳ ଓହରି ଯାଇଥିଲା।ତାଙ୍କ ଦାମ ୮.୨୫ କୋଟି ଟଙ୍କା ଥିବା ବେଳେ ରାଜସ୍ଥାନ ରୟାଲ୍ସ ରେସରେ ପ୍ରବେଶ କରିଥିଲା। ୧୨ କୋଟି ଯାଏ ରାଜସ୍ଥାନ ବିଡ ଲଗାଇଥିଲା। ହେଲେ ଦାମ ୧୨.୨୫ କୋଟି ହେବାରୁ ରାଜସ୍ଥାନ ମଧ୍ୟ ଆଉ ଆଗକୁ ଯାଇ ନଥିଲା। ଆରସିବି ମଧ୍ୟ ସିରାଜଙ୍କ ପାଇଁ ଆରଟିଏମ ବ୍ୟବହାର କରିନି। ତେଣୁ ଗୁଜରାଟ ତାଙ୍କୁ ୧୨.୨୫ କୋଟି ଟଙ୍କାରେ କିଣିଛି।

  • Related Posts

    ଆଇପିଏଲ: ଆଜି ଦିଲ୍ଲୀ-ଲକ୍ଷ୍ନୌ ମୁହାଁମୁହିଁ

    ଆଜି ଆଇପିଏଲ ୨୦୨୬ର ପଞ୍ଚମ ମ୍ୟାଚ ଖେଳାଯିବ । ରିଷଭ ପନ୍ତଙ୍କ ନେତୃତ୍ୱରେ ଲକ୍ଷ୍ନୌ ଦଳ ଘରୋଇ ଗ୍ରାଉଣ୍ଡ୍‌ରେ ଦିଲ୍ଲୀକୁ ଭେଟିବ । ଉଭୟ ଦଳ ବିଜୟ ସହ ଅଭିଯାନ ଆରମ୍ଭ କରିବାକୁ ଲକ୍ଷ୍ୟ ରଖିଥିବାରୁ ଆଜି ଏକ ସଂଘର୍ଷପୂର୍ଣ୍ଣ ମୁକାବିଲା…

    Continue reading
    ବାଂଲାଦେଶରେ ଆଇପିଏଲ୍‌ ପ୍ରସାରଣ ବନ୍ଦ

    ନୂଆଦିଲ୍ଲୀ: ବାଂଲାଦେଶରେ ଚଳିତ ଆଇପିଏଲ୍‌ର ଟିଭି ପ୍ରସାରଣ ହେବନାହିଁ। ବାଂଲାଦେଶରେ ଟିସ୍ପୋର୍ଟସ ଚ୍ୟାନେଲ ଆଇପିଏଲ୍‌ ମ୍ୟାଚ୍‌ର ପ୍ରସାରଣ କରିବାର ଥିଲା। ହେଲେ ବକେୟା ଅର୍ଥ ଦେଇ ନଥିବାରୁ ଟିସ୍ପୋର୍ଟସ ସହ ଆଇପିଏଲ୍‌ର ପ୍ରସାରଣ ଅଧିକାର ପାଇଥିବା ଜିଓଷ୍ଟାର୍ ଚୁକ୍ତି ବାତିଲ କରିଦେଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ