କାଲିମେଳା,16।08: ଗତ କିଛି ଦିନ ହେବ ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ପ୍ରବଳ ବର୍ଷା ଯୋଗୁଁ ଏମଭି ୯୬ ବ୍ରିଜ୍ ବୁଡ଼ିଯାଇଛି । ବ୍ରିଜ୍ ଉପରେ ୩ ଫୁଟ୍ ବନ୍ୟା ଜଳ ପ୍ରବାହିତ ହେଉଛି । କାଲିମେଳା – ମୋଟୁ ୩୨୬ ଜାତୀୟ ରାଜପଥରେ ଯାତାୟାତ ଠପ୍ ହୋଇଯାଇଛି। ଉଭୟ ପଟେ ଅନେକ ଯାନବାହାନ ଅଟକି ରହିଛି ।ଲଗାଣ ବର୍ଷାରେ ବୁଡ଼ିଲା ଏମଭି ୯୬ ବ୍ରିଜ୍। ବ୍ରିଜ୍ ଉପରେ ୩ ଫୁଟ୍ ବନ୍ୟା ଜଳ ପ୍ରବାହିତ। କାଲିମେଳା – ମୋଟୁ ୩୨୬ ଜାତୀୟ ରାଜପଥରେ ଯାତାୟାତ ଠପ୍ ହୋଇଯାଇଛି। ଉଭୟ ପଟେ ଅନେକ ଯାନବାହାନ ଅଟକି ରହିଛି।
ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା
ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…



Nice