ଆଜି ଏନଡିଏ ସଂସଦୀୟ ଦଳ ବୈଠକ

ନୂଆଦିଲ୍ଲୀ: ଆଜି ଏନଡିଏ ସଂସଦୀୟ ଦଳ ବୈଠକ । ସଂସଦର ଲାଇବ୍ରେରୀ ବିଲଡିଂରେ ବୈଠକ ହେବ । ଏଥିରେ ଲୋକସଭା ଏବଂ ରାଜ୍ୟସଭାର ଏନଡିଏର ସମସ୍ତ ସାଂସଦ ଉପସ୍ଥିତ ରହିବାକୁ କୁହାଯାଇଛି । ସଂସଦୀୟ ଦଳ ବୈଠକକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିପାରନ୍ତି ।

ଉପରାଷ୍ଟ୍ରପତି ପ୍ରାର୍ଥୀ ସିପି ରାଧାକୃଷ୍ଣନଙ୍କୁ ଏଥିରେ ସମ୍ମାନିତ କରାଯିବାର ସମ୍ଭାବନା ରହିଛି । ଗତ ୧୭ତାରିଖ ବିଜେପି ସଂସଦୀୟ ବୋର୍ଡ ବୈଠକରେ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବରେ ସିପି ରାଧାକୃଷ୍ଣନଙ୍କ ନାଁ ଘୋଷଣା କରାଯାଇଛି । ରାଧାକୃଷ୍ଣନ ଆସନ୍ତାକାଲି ନାମାଙ୍କନ ଦାଖଲ କରିବେ । ଏଥିରେ ଏନଡିଏ ଶାସିତ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିବେ । ସେପ୍ଟେମ୍ବର ୯ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବ ।

  • Related Posts

    ସୀମାପୁରୀ କୋଠା ଭୁଶୁଡ଼ିବା ଘଟଣା: ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

    ନୂଆଦିଲ୍ଲୀ: ଉତ୍ତର-ପୂର୍ବ ଦିଲ୍ଲୀର ସୀମାପୁରୀ ଅଞ୍ଚଳରେ ଏକ ଚାରିମହଲା କୋଠା ଭୁଶୁଡ଼ି ପଡ଼ିବା ଘଟଣାରେ ଗୁରୁବାର ଆଉ ଦୁଇଜଣଙ୍କ ଶବ ଉଦ୍ଧାର ହେବା ପରେ ମୋଟ ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି ପାଇଛି। ବୁଧବାର ଅପରାହ୍ନ ପ୍ରାୟ ୩:୩୦ ସମୟରେ ଘଟିଥିବା ଏହି…

    Continue reading
    ‘ଭାରତ ନିଜର ବାୟୁସେନା ଯୋଦ୍ଧାମାନଙ୍କ ଉପରେ ଗର୍ବିତ’

    ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋସିଆଲ ମିଡିଆ ଏକ୍ସରେ ଏକ ବିଶେଷ ଭିଡିଓ ସେୟାର କରି ଲେଖିଛନ୍ତି, ‘ଭାରତ ନିଜର ବାୟୁସେନା ଯୋଦ୍ଧାମାନଙ୍କ ଉପରେ ଗର୍ବିତ’। ବାୟୁସେନା ଦିବସରେ, ଆମେ ଆମର ଆକାଶକୁ ସୁରକ୍ଷା ଦେବାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ