ଜାନୁଆରୀ ୫ରୁ ଆଦିବାସୀ ମେଳା

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୫ତାରିଖରୁ ୧୨ଦିନ ଧରି ରାଜ୍ୟସ୍ତରୀୟ ଆଦିବାସୀ ମେଳା ଅନୁଷ୍ଠିତ ହେବ। ପ୍ରଥମଥର ପାଇଁ ଭୁବନେଶ୍ୱରରେ ‘ପ୍ରବାସୀ ଭାରତୀୟ ସମ୍ମିଳନୀ’ ଜାନୁଆରୀ ୮ରୁ ୧୦ତାରିଖ ପର୍ୟ୍ୟନ୍ତ ଅନୁଷ୍ଠିତ ହେଉଥିବାରୁ ଏହି ସମୟରେ ରାଜ୍ୟ ସରକାର ଆଦିବାସୀ ମେଳା ଆୟୋଜନ କରି ଓଡ଼ିଶାର ଆଦିବାସୀମାନଙ୍କ କଳା, ସଂସ୍କୃତି, ପରମ୍ପରା ଓ ହସ୍ତତନ୍ତ ଆଦିର ବ୍ୟାପକ ପ୍ରଚାରପ୍ରସାର ପାଇଁ ଲକ୍ଷ୍ୟ ରଖିଥିବା ଜଣାପଡ଼ିଛି।

ରାଜ୍ୟ ଅନୁସୂଚିତ ଜାତି ଓ ଜନଜାତି ବିଭାଗରୁ ମିଳିଥିବା ସୂଚନା ଅନୁସାରେ, ଆସନ୍ତା ଜାନୁଆରୀ ୫ତାରିଖରୁ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ରାଜ୍ୟସ୍ତରୀୟ ଆଦିବାସୀ ମେଳା ଅନୁଷ୍ଠିତ ହେବ। ଏହି ମେଳା ୧୨ଦିନ ଧରି ଚାଲିବ। ଚଳିତଥର ମେଳାକୁ ପ୍ରବାସୀ ଭାରତୀୟମାନେ ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ସ୍ୱତନ୍ତ୍ର ବ୍ୟବସ୍ଥା କରୁଥିବା ଜଣାପଡ଼ିଛି। ଆଦିବାସୀଙ୍କ ଗାଁ, ଆଦିବାସୀଙ୍କ ଘର, ଆଦିବାସୀଙ୍କ ହାଟ ଆଦିର କୃତ୍ରିମ ସାଜସଜ୍ଜା ଓ ନିର୍ମାଣ ସହ ପ୍ରତ୍ୟେକ ସନ୍ଧ୍ୟାରେ ଆଦିବାସୀଙ୍କ ପାରମ୍ପରିକ ନୃତ୍ୟ, ଗୀତ, ବାଦ୍ୟଯନ୍ତ୍ର ସହ ଅନ୍ୟାନ୍ୟ ସାଂସ୍କୃତିକ କାର୍ୟ୍ୟକ୍ରମ ଆୟୋଜନ ହେବ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ