ବଜରଙ୍ଗ ପୁନିଆ ୪ ବର୍ଷ ପାଇଁ ବ୍ୟାନ୍

ନୂଆଦିଲ୍ଲୀ: ଭାରତର ଷ୍ଟାର୍‌ ରେସଲ୍‌ର ବଜରଙ୍ଗ ପୁନିଆଙ୍କୁ ବଡ଼ ଝଟ୍‌କା। ତାଙ୍କ ଉପରେ ଲାଗିଲା ୪ ବର୍ଷର ବ୍ୟାନ୍‌। ନ୍ୟାସନାଲ ଆଣ୍ଟି ଡୋପିଂ ଏଜେନ୍ସି ତାଙ୍କ ବିରୋଧରେ ଏଭଳି କିଛି ବଡ଼ ଆକ୍ସନ ନେଇଛି। ବଜରଙ୍ଗ ପୁନିଆ ଆଣ୍ଟି ଡୋପିଂ କୋଡ୍‌ର ଉଲ୍ଲଙ୍ଘନ କରିଥିବା ଯୋଗୁ ନାଡା ତାଙ୍କ ବିରୋଧରେ ଏଭଳି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି। କେବଳ ସେତିକି ନୁହେଁ ଏହି ଅବଧି ସମୟରେ ସେ ବିଦେଶରେ ମଧ୍ୟ ଟ୍ରେନିଂ ନେଇପାରିବେ ନାହିଁ।

ଜାତୀୟ ଟିମର ଚୟନ ବେଳେ ଡୋପିଂ ଟେଷ୍ଟକୁ ମନା କରିଥିଲେ ପୁନିଆ। ମାର୍ଚ୍ଚ ୧୦ରେ ଚୟନ ପ୍ରକ୍ରିୟା ହୋଇଥିଲା। ଏହି ସମୟରେ ବଜରଙ୍ଗ ପୁନିଆ ନମୁନା ଦେବାକୁ ମନା କରିଥିଲେ। ଏଥିପାଇଁ ତାଙ୍କୁ ନାଡା ୪ ବର୍ଷ ପାଇଁ ସସ୍‌ପେଣ୍ଡ କରିଛି।

  • Related Posts

    ରାଜ୍ୟସ୍ତରୀୟ କବାଡି ପ୍ରତିଯୋଗିତା ପାଇଁ ଖେଳାଳୀ ଚୟନ ଶିବିର

    ଦେବଗଡ଼:ଆସନ୍ତା ଅଗଷ୍ଟ ୧୩ ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵରରେ ୫୨ତମ ଜୁନିୟର ରାଜ୍ୟସ୍ତରୀୟ କବାଡି(କୋଡିଏ ବର୍ଷ ରୁ କମ ବାଳକ ଓ ବାଳିକା ବର୍ଗ)ପ୍ରତିଯୋଗିତା ଅନୁଷ୍ଠିତ ହେବ।ଏହି ପ୍ରତିଯୋଗିତାରେ ଭାଗ ନେବା ପାଇଁ ଆଜି ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ…

    Continue reading
    ରାଜ୍ୟଗୋଷ୍ଠୀ କ୍ରୀଡ଼ା: ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ

    ଗ୍ଲାସ୍‌ଗୋ : ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ସ୍ବର୍ଣ୍ଣପଦକ ଜିତାଇଛନ୍ତି ମୀରାବାଈ ଚାନୁ। ରବିବାର ମହିଳା ୪୮ କିଗ୍ରା ଭାରୋତ୍ତୋଳନ ବର୍ଗରେ ପ୍ରଥମ ସ୍ଥାନରେ ରହି ମୀରାବାଈ ସ୍ବର୍ଣ୍ଣପଦକ ଜିତି ପାରିଛନ୍ତି। ମଣିପୁରର ୩୨ ବର୍ଷ ବୟସ୍କା ମୀରାବାଈ ମୋଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ