ଖଣ୍ଡଗିରି ଛକରେ ପ୍ରବଳ ଟ୍ରାଫିକ୍ ଜାମ୍

ବନେଶ୍ୱର: ଖଣ୍ଡଗିରି ଫ୍ଲାଏ ଓଭର୍ ବ୍ରିଜ୍‌ର ବିପଦସଙ୍କୁଳ ଅବସ୍ଥା ଯୋଗୁଁ ମରାମତି କାର୍ଯ୍ୟ ପାଇଁ ଜାତୀୟ ରାଜପଥ ପ୍ରାଧିକରଣ ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୧ ପର୍ଯ୍ୟନ୍ତ ୧୨ ଦିନ ପାଇଁ NH-16ରେ ଟ୍ରାଫିକ୍ ଡାଇଭର୍ସନ କରିଛି। ପୋଲିସ କମିଶନରେଟ ସୂଚନା ଅନୁଯାୟୀ, ଭୁବନେଶ୍ୱରରୁ ଖୋର୍ଦ୍ଧା ଅଭିମୁଖେ ଯାଉଥିବା ଗାଡ଼ିଗୁଡ଼ିକ ହୋଟେଲ ଖରବେଳା ନିକଟସ୍ଥ ସର୍ଭିସ୍ ରୋଡ୍ ଦେଇ TVS ଶୋ’ରୁମ ପର୍ଯ୍ୟନ୍ତ ଯାତାୟାତ କରୁଛନ୍ତି।

ଏହି ଡାଇଭର୍ସନ ଯୋଗୁଁ ଖଣ୍ଡଗିରି ଛକରେ ପ୍ରବଳ ଟ୍ରାଫିକ୍ ଜାମ୍ ଦେଖାଦେଇଛି, ଯାହା ଯାତ୍ରୀ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ଜାତୀୟ ରାଜପଥ ପ୍ରାଧିକରଣ ମରାମତି କାର୍ଯ୍ୟ ପାଇଁ ସମୟ ନେଇଥିବା ସୂଚନା ଦେଇଛି। ପୁଲିସ ଟ୍ରାଫିକ୍ ନିୟନ୍ତ୍ରଣ ପାଇଁ ପ୍ରୟାସ ଜାରି ରଖିଛି, କିନ୍ତୁ ସର୍ଭିସ୍ ରୋଡ୍‌ରେ ଗାଡ଼ିର ଚାପ ଯୋଗୁଁ ସ୍ଥିତି ଜଟିଳ ହୋଇଛି।

  • Related Posts

    ଏଣିକି ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ କାର୍ଯ୍ୟାନୁଷ୍ଠାନ

    ଭୁବନେଶ୍ୱର: ଏଣିକି ସରକାରୀ ଜମିରେ ବେଆଇନ ଗଞ୍ଜେଇ ଚାଷରେ ଲାଗିବ ସମ୍ପୂର୍ଣ୍ଣ ରୋକ୍। ଗଞ୍ଜେଇ ଚାଷ ରୋକିବାକୁ ପ୍ରଶାସନ ପକ୍ଷରୁ ନିରନ୍ତର ଓ ସମନ୍ୱିତ ନିରୀକ୍ଷଣ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରାଯିବ। ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଗଜପତି…

    Continue reading
    ତ୍ରିରଙ୍ଗା ତଳେ ଏକତାର ବାର୍ତ୍ତା, ରାଇକିଆରେ ଦେଶପ୍ରେମର ଯାତ୍ରା”

    ରାଇକିଆ: ଭାରତ ସରକାର ଙ୍କ ହର ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଏବଂ ଦେଶପ୍ରେମ ଓ ଜାତୀୟତାର ଭାବନାକୁ ଉଜ୍ଜୀବିତ କରି ରାଇକିଆରେ ଏକ ଭବ୍ୟ ତ୍ରିରଙ୍ଗା ଯାତ୍ରା ଅନୁଷ୍ଠିତ ହୋଇଛି। ରାଇକିଆ ବ୍ଲକ ଭାଜପା ପକ୍ଷରୁ ଆୟୋଜିତ ଏହି ତ୍ରିରଙ୍ଗା ଯାତ୍ରାରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ