ଖୋଲିଲା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍‌

ସମ୍ବଲପୁର : ଖୋଲିଲା ହୀରାକୁଦ ଡ୍ୟାମ୍‌ର ୪ଟି ଗେଟ୍‌ । ଉପରମୁଣ୍ଡରେ ପ୍ରବଳ ବର୍ଷା ହେତୁ ଡ୍ୟାମ୍‌ର ଜଳସ୍ତର ବୃଦ୍ଧି ହେଉଥିବାରୁ ଶନିବାର ଡାହାଣ ପଟରୁ ଗୋଟିଏ ଓ ବାମ ପଟରୁ ୩ଟି ଗେଟ୍‌ ଖୋଲା ଯାଇଛି । ଏବେ ମହାନଦୀ ଭିତରକୁ ନଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଡ୍ୟାମ୍‌ ଭିତରକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୩ ହଜାର ୮୩୧ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି । ହୀରାକୁଦ ଜଳ ଭଣ୍ଡାରର ବର୍ତ୍ତମାନ ଜଳସ୍ତର ୬୨୦.୧୦ ଫୁଟ ରହିଛି ।
ସୂଚନାନୁଯାୟୀ, ସନ୍ଧ୍ୟା ୬ଟାରେ ଜଳଭଣ୍ଡାରକୁ ୨ ଲକ୍ଷ ୩୫ ହଜାର ୮୫୬ କ୍ୟୁସେକ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ଜଳସ୍ତର ୬୧୮.୩୯ ଫୁଟ ରହିଥିଲା। ବିଭିନ୍ନ ନଦୀ ମାଧ୍ୟମରେ ଜଳଭଣ୍ଡାରରୁ ୩୫,୬୪୧ କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ