କମିଲା ଚାଷୀଙ୍କ ପଞ୍ଜୀକରଣ

ଭୁବନେଶ୍ୱର: ୮୦୦ ଟଙ୍କା ବୋନସ ଘୋଷଣା କରିବା ପରେ ବି ରାଜ୍ୟରେ ଚାଷୀଙ୍କ ପଞ୍ଜୀକରଣ ସଂଖ୍ୟା କମିଛି । ବୁଧବାର ବିଧାନସଭାରେ ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ପ୍ରଶ୍ନର ଉତ୍ତର ରଖି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଏହି ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ ୨୦୨୩-୨୪ରେ ୧୭ ଲକ୍ଷ ୭୨ ହଜାର ୩୪୭ ଜଣ ପଞ୍ଜୀକୃତ କରିଥିଲେ । ଏବର୍ଷ ୧୭ ଲକ୍ଷ ୪୯ ହଜାର ୯୮୭ଜଣ ଚାଷୀ ପଞ୍ଜୀକୃତ କରିଛନ୍ତି ।

  • Related Posts

    ଅଧ୍ୟାପକଙ୍କୁ ବିଧାୟକଙ୍କ ଅସଦଚାରଣ, ନିନ୍ଦା କଲା ବିଜେଡି

    ଭୁବନେଶ୍ବର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କୁ କଟକ ସଦରର ବିଜେପି ବିଧାୟକ ପ୍ରକାଶ ସେଠୀ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି । ବିଜେପି ସରକାରରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ରାଜନୈତିକ ହସ୍ତକ୍ଷେପ ବୃଦ୍ଧି ପାଉଛି…

    Continue reading
    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ