ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ୱର: ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍‌ଶୀଘ୍ର ୨ ହଜାରରୁ ଊଦ୍ଧର୍‌ବ ଗୃହରକ୍ଷୀଙ୍କୁ ନିଯୁକ୍ତି ପ୍ରଦାନ କରାଯିବ। ୫ ବର୍ଷରେ ଦେଢ଼ ଲକ୍ଷ ନିଯୁକ୍ତି ସୃଷ୍ଟି କରିବା ପାଇଁ ଲକ୍ଷ୍ୟ ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Related Posts

ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

Continue reading
ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

Continue reading

Leave a Reply

Your email address will not be published. Required fields are marked *

You Missed

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ