ଛାତ୍ରୀମାନଙ୍କୁ ସଂସ୍କୃତ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ

ବଣାଇଁ: ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ୭ ଛାତ୍ରୀ। ତେବେ ଶିକ୍ଷକ ଜଣକ କୁଆଡ଼େ ଏହି ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିଲେ। ଛାତ୍ରୀମାନେ କହିଛନ୍ତି, ସାର ଆମକୁ ସବୁବେଳେ ଅସଦାଚରଣ କରନ୍ତି। ଏନେଇ ଛାତ୍ରୀମାନେ ଅଭିଯୋଗ କରିବା ପରେ ସୁନ୍ଦରଗଡ଼ ଜିଲା ଗୁରୁଣ୍ଡିଆ ଥାନାରେ ଶିକ୍ଷକଙ୍କ ନାମରେ ଏତଲା ଦେଇଛନ୍ତି ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ।

  • Related Posts

    ଖଣି ମାଲିକ ଘରେ ଇଡି ରେଡ୍ ୧୦କାର୍, ୩ ସୁପର ବାଇକ୍ ଓ କୋଟିଏ ଟଙ୍କାର ଗହଣା ଜବତ

    ଭୁବନେଶ୍ଵର,01।09: ଭୁବନେଶ୍ଵରରେ ଖଣି ମାଲିକଙ୍କ ଘରେ ବଡ ଧରଣର ରେଡ୍ ହୋଇଛି। ପ୍ରବର୍ତ୍ତନ ନିର୍ଦେଶାଳୟ (ଇଡି) ଜବତ କରିଛି ୧୦ଟି ବିଳାଶପୂର୍ଣ୍ଣ କାର୍ ସହ ୩ଟି ସୁପର ବାଇକ୍। କେବଳ ଏତିକି ନୁହେଁ କୋଟିଏ ଟଙ୍କାର ସୁନା ଗହଣା ମଧ୍ୟ ଜବତ…

    Continue reading
    ଚାକିରି ନାଁରେ ଘରୁ ଆଣି ଗଣଦୁଷ୍କର୍ମ ଅଭିଯୋଗ ଏକ ନାଟକ: ଉଦଳା ପୋଲିସ

    ମୟୂରଭଞ୍ଜ,01।09: ଚାକିରି କରାଇଦେବାକୁ କହି ଯୁବତୀଙ୍କୁ ଘରୁ ଆଣି ଗଣଦୁଷ୍କର୍ମ କରାଯାଇଥିବା ନେଇ ଯେଉଁ ଅଭିଯୋଗ ହୋଇଥିଲା, ପୋଲିସ ତଦନ୍ତରେ ତାହା ଏକ ନାଟକ ଥିଲା ବୋଲି ତଦନ୍ତ ପରେ ସୂଚନା ଦେଇଛନ୍ତି ଉଦଳା ଉପଖଣ୍ଡ ପୋଲିସ ଅଧିକାରୀ । ସୂଚନା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଖଣି ମାଲିକ ଘରେ ଇଡି ରେଡ୍ ୧୦କାର୍, ୩ ସୁପର ବାଇକ୍ ଓ କୋଟିଏ ଟଙ୍କାର ଗହଣା ଜବତ

    ସାର୍ବଜନୀନ ଅଧିକାରର ସୁନିଶ୍ଚିତତା ଓ ଅନ୍ତର୍ଭୁକ୍ତୀକରଣ ସମାଜ ପାଇଁ ଓଡ଼ିଶା ସରକାରଙ୍କ ସହ ଟାଟା ଷ୍ଟିଲ ଫାଉଣ୍ଡେସନର ଏମଓୟୁ

    ଗାଁରେ ବାଘ ପାଦଚିହ୍ନ : ସତର୍କ ସୂଚନା ଜାରି କଲା ବନବିଭାଗ

    ଚାକିରି ନାଁରେ ଘରୁ ଆଣି ଗଣଦୁଷ୍କର୍ମ ଅଭିଯୋଗ ଏକ ନାଟକ: ଉଦଳା ପୋଲିସ

    ଡ୍ରାଗନ ଏବଂ ହାତୀ ଏକା ସାଥୀରେ ରହିବା ଜରୁରୀ: ଜିନପିଙ୍ଗ

    ୨୦୨୬ ଏପ୍ରିଲ ସୁଦ୍ଧା ରାଜ୍ୟର ସମସ୍ତ ପୌରାଞ୍ଚଳକୁ ଗର୍ତ୍ତମୁକ୍ତ ହେବ : ମୁଖ୍ୟମନ୍ତ୍ରୀ