ଦେଶରେ ସମାବେଶୀ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ହେବ :ଓମ ବିର୍ଲା

ଭୁବନେଶ୍ୱର,: ଆଜି ଓଡ଼ିଶା ଲୋକସେବା ଭବନର କନଭେନସନ ସେଣ୍ଟରଠାରେ ଦୁଇଦିନିଆ ଜାତୀୟ ଅନୁସୂଚିତ ଜାତି ଓ ଜନଜାତି ସମ୍ମିଳନୀ ଅନୁଷ୍ଠିତ ହୋଇଛି। ଯାହାକୁ ଲୋକ ସଭା ବାଚସ୍ପତି ଓମ ବିର୍ଲା ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ ଓମ ବିର୍ଲା ଉଦ୍‌ବୋଧନ ଦେଇ କହିଛନ୍ତି, ଦେଶରେ ସମାବେଶୀ ବ୍ୟବସ୍ଥା ପ୍ରତିଷ୍ଠା କରିବାକୁ ହେବ । ଦେଶକୁ ଆଗକୁ ନେବାକୁ ହେଲେ ସବୁ ବର୍ଗର ଲୋକଙ୍କୁ ସାଥୀରେ ନେଇ ଚାଲିବା। ସମସ୍ତଙ୍କୁ ନ୍ୟାୟ, ସମସ୍ତଙ୍କୁ ସେମାନଙ୍କ ଅଧିକାର ଦେବାକୁ ହେବ। ଦେଶର ପ୍ରଥମ ମହିଳା ଆଦିବାସୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ମାଟିରୁ ଆସିଛନ୍ତି। ଦେଶର ଲୋକତନ୍ତ୍ର, ଗଣତନ୍ତ୍ରର ଶକ୍ତି ପୂରା ବିଶ୍ୱକୁ ଅବଗତ କରାଉଛନ୍ତି। SC/ST ବଜେଟ ଆବଣ୍ଟନର ସମୀକ୍ଷା ହେବା ଜରୁରୀ। ରୋଜଗାର ଆର୍ଥିକ ଶକ୍ତି କ୍ଷେତ୍ରରେ ପରିବର୍ତ୍ତନ ଜରୁରୀ। କେଉଁ ଯୋଜନା କଲେ ଦଳିତ ଆଦିବାସୀ ଉପକୃତ ହେବେ ଚିନ୍ତା କରିବା ଜରୁରୀ, ଆବଶ୍ୟକତା ଅନୁସାରେ ସେମାନଙ୍କୁ ଅଧିକାର ଦେବାକୁ ହେବ।

  • Related Posts

    ବ୍ରଜ ମୋହନ ଓଡ଼ିଶାର ନୂଆ ରାଜ୍ୟପାଳ

    ୪ ରାଜ୍ୟରେ ବଦଳିଲେ ରାଜ୍ୟପାଳ ନୂଆଦିଲ୍ଲୀ: ଓଡ଼ିଶାର ରାଜ୍ୟପାଳ ବଦଳି ଯାଇଛନ୍ତି । ହରିବାବୁ କମ୍ଭମ୍‌ପଟିଙ୍କ ବଦଳରେ ବ୍ରଜ ମୋହନ ରାମଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି । ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ରାଜ୍ୟ ପାଇଁ…

    Continue reading
    ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ:ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର : ଦିଲ୍ଲୀରେ ବିରୋଧୀଙ୍କ ପ୍ରତିବାଦ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଏକ୍ସ’ରେ ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,ନିର୍ବାଚନୀ ରେକର୍ଡ ନିର୍ଭରଯୋଗ୍ୟ ରହିବାରେ ‘SIR’ ସାହାଯ୍ୟ କରିବ। ସ୍ୱଚ୍ଛ ଓ ସଠିକ୍‌ ଭୋଟର ତାଲିକା ପ୍ରସ୍ତୁତି ପାଇଁ ‘SIR’ ଆବଶ୍ୟକ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ