ଭକ୍ତଙ୍କ ଭାବାବେଗ ସହ ପୁଣି ଖେଳ: ଅନଲାଇନରେ ମହାପ୍ରଭୁଙ୍କ ପୂଜା ପାଇଁ ବିଜ୍ଞାପନ

ପୁରୀ : ଭକ୍ତଙ୍କ ଭାବାବେଗ ସହ ପୁଣି ଖେଳ। ଅନଲାଇନରେ ପ୍ରହାପ୍ରଭୁଙ୍କ ପୂଜା ପାଇଁ ବିଜ୍ଞାପନ ଦିଆ ଯାଇଛି। ଖାଲି ସେତିକି ନୁହେଁ ପୂଜା ସହ ନିର୍ମାଲ୍ୟ, ଶୁଖିଲା ଭୋଗ ଉପଲବ୍ଧ ମିଳୁଥିବା ନେଇ ବିଜ୍ଞାପନ ଦିଆ ଯାଇଛି। ‘ପୂଜା ପରିସେବା’ ନାମକ ଏକ ଅନଲାଇନ ଆପ୍ ରେ ଏଭଳି ବିଜ୍ଞାପନ ଦେଇଛି। ଏହାସହ ଚାରି ପ୍ରକାର ପୂଜା ହେବା ନେଇ ଅନଲାଇନରେ ବିଜ୍ଞପ୍ତି ଜାରି ହୋଇଛି। ଚାରି ପ୍ରକାର ପୂଜା ପାଇଁ ଅଲଗା ଅଲଗା ମୂଲ୍ୟ ମଧ୍ୟ ଉଲ୍ଲେଖ ରହିଛି।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ