କଟକରେ ଏସଆଇଟିର ଗୁରୁତ୍ବପୂର୍ଣ୍ଣ ବୈଠକ

କଟକ: ଆଜି ଏସ୍ଆଇଟିର ଗୁରୁତ୍ବପୂର୍ଣ୍ଣ ବୈଠକ । ଏସ୍‌ଆଇଟି ଉପାଧ୍ୟକ୍ଷ ଜଷ୍ଟିସ୍ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ । ଓଡ଼ିଶା ପୁଲିସ, ଭିଜିଲାନ୍ସ ବିଭାଗ, ଆୟକର ବିଭାଗ, ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଓ ଅନ୍ୟ ତଦନ୍ତକାରୀ ଏଜେନ୍‌ସି ଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ବେଆଇନ ଅର୍ଥ କାରବାର ଓ କଳାଧନ ପ୍ରସଙ୍ଗରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହେବ। ବିଭିନ୍ନ ବିଭାଗ ପକ୍ଷରୁ କଳାଧନ ପ୍ରସଙ୍ଗରେ କରାଯାଇଥିବା ତଦନ୍ତ ଓ ଅନୁସନ୍ଧାନର ସ୍ଥିତି ସଂପର୍କରେ ବୈଠକରେ ତଥ୍ୟ ଉପସ୍ଥାପନ କରାଯିବ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ