ଯୁବକଙ୍କୁ ହତ୍ୟା ଅଭିଯୋଗ

ବ୍ରହ୍ମପୁର : ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ ସାହିରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ମଧୁ ସୁଦନ ଜେନା।ମଧୁସୁଦନଙ୍କ ଦାଦା ପ୍ରସନ୍ନ ଜେନା ଓ ତାଙ୍କ ପୁଅ ଏହି ହତ୍ୟାକାଣ୍ଡ ଘଟାଇଥିବା ଅଭିଯୋଗ ହୋଇଛି।

ଗତକାଲି ରାତିରେ କୌଣସି କଥାକୁ ନେଇ ମଧୁସୁଦନ ଓ ତାଙ୍କ ଦାଦା ପ୍ରସନ୍ନଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ଏହି ବଚସା ଉଗ୍ରରୂପ ନେଇଥିଲା।ପ୍ରସନ୍ନ ଓ ତାଙ୍କ ପୁଅ ଏକ ଧାରୁଆ ଅସ୍ତ୍ର ଆଣି ମଧୁସୁଦନଙ୍କୁ ହାଣି ଦେଇଥିଲେ। ଘଟଣାସ୍ଥଳରେ ମଧୁସୁଦନଙ୍କର ମୃତ୍ୟୁ ଘଟିଥିଲା। ପୁଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି। ଜମିବାଡିକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି।

  • Related Posts

    ସେକ୍ସ ରାକେଟ ଠାବ: ୨ ଯୁବତୀ ଉଦ୍ଧାର, ୩ ଅଟକ

    ରାଉରକେଲା: ରାଉରକେଲାର ରଘୁନାଥପାଲି ଥାନା ଅନ୍ତର୍ଗତ ସିଭିଲଟାଉନସିପ୍ ସ୍ଥିତ ଏକ ଘରେ ଚାଲିଥିଲା ସେକ୍ସ ରାକେଟ । ରବିବାର ସନ୍ଧ୍ୟାରେ ସେହି ଘରେ ପୁଲିସ୍ ଚଢ଼ଉ କରି ୨ ଯୁବତୀଙ୍କୁ ଉଦ୍ଧାର କରିଥିବା ବେଳେ ୩ ଜଣ ଯୁବକଙ୍କୁ ଥାନାରେ ଅଟକ…

    Continue reading
    କାଳୀ ମନ୍ଦିରରେ ନିଜ ଜିଭ ନିଜେ କାଟି ଦେଲେ ଯୁବକ

    ବ୍ରହ୍ମପୁର: ନିଜ ହାତରେ ନିଜ ଜିଭକୁ କାଟି ଦେଲେ ଯୁବକ। କାଳୀ ମନ୍ଦିରରେ ଗୁହାରି ପଡିଲେ ଯୁବକ। ସକାଳୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଉଦ୍ଧାର କଲେ ସ୍ଥାନୀୟଲୋକ। ଏହି ଅଭାବନୀୟ ଘଟଣା ଗଞ୍ଜାମ ବେଗୁନିଆ ପଡା ବ୍ଲକ୍ ଅନ୍ତର୍ଗତ ହଂସତୁଳି ଗାଁର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ