ଟାଙ୍ଗିଆରେ ହାଣି ସ୍ତ୍ରୀକୁ ନିର୍ମମ ହତ୍ୟା

ନୂଆପଡ଼ା : ମଦ୍ୟପ ସ୍ୱାମୀର ଉନ୍ମତ୍ତ କାଣ୍ଡ । ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କଲା ନରହନ୍ତା ସ୍ୱାମୀ । ନୂଆପଡ଼ା ଜିଲ୍ଲା ଧରମବନ୍ଧା ଥାନା ଖୁଟବନ ଭେରା ଗାଁରୁ ଆସିଛି ଏପରି ଅଭାବନୀୟ ଘଟଣା । ନୂଆପଡ଼ା ଜିଲ୍ଲା ଖୁଟବନ ଭେରା ଗାଁରୁ ଆସିଛି ଅଭାବନୀୟ ଘଟଣା । କୌଣସି କାରଣରୁ ମଦ୍ୟପ ସ୍ୱାମୀ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରିଛି । ଘଟଣାସ୍ଥଳରେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ନାମ ତୀରତ କମାର ବୋଲି ଜଣାପଡିଛି । ତେବେ ଏହି ହତ୍ୟାକାଣ୍ଡ ପରେ ସ୍ୱାମୀ ସନ୍ତୋଷ କୁମାର ଘଟଣାସ୍ଥଳରେ ଫେରାର ହେବାକୁ ଉଦ୍ୟମ ବେଳେ କାବୁ କରିଥିଲେ ଗାଁ ଲୋକେ । ଏହାପରେ ଗାଁ ଲୋକେ ଅଭିଯୁକ୍ତର ହାତ ଗୋଡ଼ ବାନ୍ଧି ଧାରମବନ୍ଧା ପୋଲିସକୁ ଖବର ଦେଇଥିଲେ । ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ହତ୍ୟାକାରୀକୁ ଗିରଫ କରିଛି ।

  • Related Posts

    ଚୌଦ୍ୱାର ଜେଲରୁ ଫେରାର୍ ରାଜା ସାହାଣୀ ଗିରଫ

    ଭୁୁବନେଶ୍ୱର : ଚୌଦ୍ୱାର ଜେଲରୁ ଫେରାର୍ ଦ୍ୱିତୀୟ କଏଦୀ ଗୁରୁବାର ଗିରଫ ହୋଇଛି। ବିହାରର ରାଜା ସାହାଣୀକୁ ଋଷିକେଶରୁ ଗିରଫ କରାଯାଇଛି। ଦୁର୍ଦ୍ଦାନ୍ତ ଅପରାଧୀକୁ ଋଷିକେଶରୁ କମିଶନରେଟ୍ ପୁଲିସର ସ୍ୱତନ୍ତ୍ର ଟିମ୍ ଗିରଫ କରିଛି। ଏହା ପୂର୍ବରୁ ମଧୁକାନ୍ତ ରାଣାକୁ ବୃନ୍ଦାବନରୁ…

    Continue reading
    କୁବେର ଡେପୁଟି ମ୍ୟାନେଜରଙ୍କ ୨୯ ପ୍ଲଟ୍‌

    ଭୁବନେଶ୍ବର: କୁବେର ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କ ୨୯ ପ୍ଲଟ୍‌ ଠାବ ହୋଇଛି। ଜଟଣୀ, ବ୍ରହ୍ମପୁର ଆଦି ସ୍ଥାନରେ ବାବୁଙ୍କର ୨୯ ପ୍ଲଟ୍, ଦୁଇ ବହୁତଳ କୋଠା ସହ କଳିଙ୍ଗ ବିହାରରେ ଗୋଟିଏ ଫ୍ଲାଟ୍‌ ଠାବ ହୋଇଛି। ରେଡ୍‌ ବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ