ନୌସେନାର ମିଳିତ ସମରାଭ୍ୟାସ ସାଗର କବଚ

ପୁରୀ: ବଙ୍ଗୋପସାଗରରେ ନୌସେନାର ମିଳିତ ସମରାଭ୍ୟାସ ସାଗର କବଚ। ପୁରୀ ଜିଲ୍ଲା ଅସ୍ତରଙ୍ଗ ଉପକୂଳରେ ଏହି ଦୁଇ ଦିନିଆ ସମରାଭ୍ୟାସ ହେଉଛି। ସମୁଦ୍ରର ସୁରକ୍ଷା ପାଇଁ, ଆତଙ୍କବାଦୀ ଯେମିତି ପଶି ନ ପାରିବ, ବାହ୍ୟ ଶତ୍ରୁ ଯେମିତି ପଶି ନ ପାରିବେ, ସେଥିପାଇଁ ଏହି ଦୁଇ ଦିନିଆ ସମରାଭ୍ୟାସ କରାଯାଉଛି। ଉପକୂଳ ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବାକୁ ପ୍ରତି ବର୍ଷ ଦୁଇ ଥର ହୋଇଥାଏ ସାଗର କବଚ।
୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ତରଫରୁ ପ୍ରତ୍ୟେକ ବର୍ଷ ଏହି ୱାର୍ ଗେମ୍ ହୋଇଥାଏ। ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଞ୍ଚଳର ନୂଆଗଡ଼, କାଳିଆକଣ, ସହନ ସୁଦିକେଶର, ଗୁଣ୍ଡଳବାରେ ନୌସେନା ଓ ପୋଲିସ ରଣକୌଶଳ ପ୍ରଦର୍ଶନ କରୁଛନ୍ତି। ଏଥିରେ ସାମିଲ ହୋଇଛନ୍ତି ନୌସେନା ସହିତ କୋଷ୍ଟଗାର୍ଡ, ମେରାଇନ ପୋଲିସ, ଅସ୍ତରଙ୍ଗ ପୋଲିସ ଓ ବିଭିନ୍ନ ଥାନାର କର୍ମଚାରୀ। ବ୍ଲୁ ଓ ରେଡ ୨ ଟି ଟିମ୍ ହୋଇ ଏହି ସମରାଭ୍ୟାସ ଚାଲିଛି ।

  • Related Posts

    ପଞ୍ଚାୟତ ଓ ପୌର ନିର୍ବାଚନ : ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ

    ଭୁବନେଶ୍ବର : ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ସ୍ବଚ୍ଛ ,ନିରପେକ୍ଷ ଓ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟ ନେଇ ଅକ୍ଟୋବର ୨୬ ରୁ ନଭେମ୍ବର ୭ ଯାଏଁ ଡୋର ଟୁ ଡୋର ସର୍ଭେ ହେବ। ଏସଆଇଆରରେ ନାଁ କଟିଥିଲେ…

    Continue reading
    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି