ଦିନିକିଆ ଓଡ଼ିଶା ଗସ୍ତରେ ଲୋକସଭା ବାଚସ୍ପତି

ଭୁବନେଶ୍ୱର : ଦିନିକିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ଲୋକସଭା ବାଚସ୍ପତି ଓମ୍ ବିର୍ଲା। ସେ ରାଜଭବନରେ ରାଜ୍ୟପାଳ  ରଘୁବର ଦାସଙ୍କ ଭେଟିବା ସହ ଆଲୋଚନା କରିଛନ୍ତି। ସେଠାରେ ‌ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟ ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ  ପ୍ରଭାତୀ ପରିଡା ଉପସ୍ଥିତ ରହିଥିଲେ।
ସୂଚନା ଯୋଗ୍ୟ ଯେ, ଆଜି  ଓମ୍ ବିର୍ଲା ଏକ ଘରୋଇ ବିଶ୍ବବିଦ୍ୟାଳୟ କାର୍ୟ୍ୟକ୍ରମରେ ଯୋଗଦେବେ। ଏହି ଗସ୍ତ ଅବସରରେ ଫଓଡ଼ିଶାର ମାଟି ଆଧ୍ୟାତ୍ମିକ, ଧାର୍ମିକ, ସଂସ୍କୃତି, ଏବଂ ବୀରଯୋଦ୍ଧାଙ୍କ ମାଟି’ ଫଭାରତକୁ ବିକଶିତ ରାଷ୍ଟ୍ର କରିବା ପାଇଁ ସମସ୍ତଙ୍କର ସହଯୋଗ  ଆବଶ୍ୟକ’ ବୋଲି କହିଛନ୍ତି।

  • Related Posts

    ଅଧ୍ୟାପକଙ୍କୁ ବିଧାୟକଙ୍କ ଅସଦଚାରଣ, ନିନ୍ଦା କଲା ବିଜେଡି

    ଭୁବନେଶ୍ବର: ରେଭେନ୍ସା ବିଶ୍ୱବିଦ୍ୟାଳୟରେ ଅଧ୍ୟାପକଙ୍କୁ କଟକ ସଦରର ବିଜେପି ବିଧାୟକ ପ୍ରକାଶ ସେଠୀ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଛି । ଘଟଣାକୁ କଡ଼ା ଭାଷାରେ ନିନ୍ଦା କରିଛି ବିଜେଡି । ବିଜେପି ସରକାରରେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ରାଜନୈତିକ ହସ୍ତକ୍ଷେପ ବୃଦ୍ଧି ପାଉଛି…

    Continue reading
    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ