ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ :ଆଇନମନ୍ତ୍ରୀ

ଭୁବନେଶ୍ୱର: ମହାପ୍ରଭୁଙ୍କ ଭୂସମ୍ପତ୍ତି ଫେରାଇ ଆଣିବାକୁ ସରକାର ଇତିମଧ୍ୟରେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ରାଜ୍ୟ ଓ ରାଜ୍ୟ ବାହାରେ ଥିବା ମହାପ୍ରଭୁଙ୍କ ସମ୍ପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ କହିଛନ୍ତି, ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରାଜ୍ୟ ଓ ରାଜ୍ୟ ବାହାରେ ଅଛ। ସେଥିମଧ୍ୟରୁ ୩୬ରୁ ୩୭ ହଜାର ଏକର ଜମିର କାଗଜ ପ୍ରସ୍ତୁତ କରିସାରିଛୁ। ବାକି ଜମିର କାଗଜପତ୍ର ପ୍ରସ୍ତୁତ କରିବାର ପ୍ରକ୍ରିୟା ଜାରି ରହିଛି। ସରକାର ବହୁତ ଖୁବ୍‌ ଦ୍ରୁତଗତିରେ ଏହି କାର୍ୟ୍ୟ ଆରମ୍ଭ କରିଛନ୍ତି। ମହାପ୍ରଭୁଙ୍କର ଭୂସମ୍ପତ୍ତି ସଠିକ୍‌ ଆକଳନ ପାଇଁ କାମ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।

  • Related Posts

    PRESIDENT OF INDIA’S GREETINGS ON THE EVE OF TEACHERS’ DAY

    New Delhi, 04 SEP 2025: The President of India, Smt. Droupadi Murmu, has greeted teachers across the country on the eve of Teachers’ Day.In a message, the President has said,…

    Continue reading
    ‘ଭାରତୀୟ ଡାକ ବିଶ୍ୱର ସର୍ବବୃହତ ଡୋରଷ୍ଟେପ ବ୍ୟାଙ୍କିଂ ନେଟୱାର୍କ’ ସମ୍ପର୍କିତ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ନୂଆଦିଲ୍ଲୀ,04/09 :ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ରମନ୍ତ୍ରୀ ଶ୍ରୀ ଜ୍ୟୋତିରାଦିତ୍ୟ ଏମ୍‌. ସିନ୍ଧିଆଙ୍କ ଦ୍ୱାରା ଲିଖିତ ଏକ ଆଲେଖ୍ୟ ଶେୟାର କରିଛନ୍ତି । ଏହି ଲେଖାରେ ବର୍ଣ୍ଣନା କରାଯାଛି ଯେ, କିପରି ଇଣ୍ଡିଆ ପୋଷ୍ଟ ଅଫିସ୍ ଏବଂ ଆଇପିପିବି ଅନଲାଇନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    PRESIDENT OF INDIA’S GREETINGS ON THE EVE OF TEACHERS’ DAY

    ନୂଆ ଜିଏସଟି ସ୍ଲାବ୍ ଦ୍ୱାରା ଓଡ଼ିଶା ଭଳି ରାଜ୍ୟରେ ଆର୍ଥିକ ଆତ୍ମବିଶ୍ୱାସ ବଢିବ – ଧର୍ମେନ୍ଦ୍ର ପ୍ରଧାନ

    ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ସାକ୍ଷାତ୍ ଆଲୋଚନା

    ‘ଭାରତୀୟ ଡାକ ବିଶ୍ୱର ସର୍ବବୃହତ ଡୋରଷ୍ଟେପ ବ୍ୟାଙ୍କିଂ ନେଟୱାର୍କ’ ସମ୍ପର୍କିତ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ଶାନ୍ତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ କଥା ହେଲେ ୟୁରୋପୀୟ ୟୁନିଅନ ମୁଖ୍ୟ

    ପୂଜା ପେଣ୍ଡାଲ ନିକଟରୁ ବୁଲା କୁକୁର ହଟିବ , ମେଲୋଡିରେ ହେବନି ଅଶ୍ଳୀଳ ନୃତ୍ୟ