ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ରାଜ୍ୟ ସରକାର ବାଣ୍ଟିବେ ୫୦ ହଜାର ଅନ୍ତ୍ୟୋଦୟ ଘର

ଭୁବନେଶ୍ୱର,04।09: ୫୦ ହଜାର ହିତାଧିକାରୀଙ୍କୁ ରାଜ୍ୟ ସରକାର ବାଣ୍ଟିବେ ଅନ୍ତ୍ୟୋଦୟ ଘର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଆସନ୍ତା ୧୭ ତାରିଖରେ ଏହି ଅନ୍ତୋଦୟ ଘର ବଣ୍ଟାଯିବ । ଏନେଇ ଗୁରୁବାର ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ମୋଦୀଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଦିଆଯିବ। ପୂର୍ବରୁ ୧ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଏହି ଯୋଜନାରେ ସାମିଲ୍‌ କରାଯାଇଛି । ନଭେମ୍ବରରେ ପିଏମ୍‌ ଆବାସର କାର୍ଯ୍ୟାଦେଶ ଦିଆଯିବ ।ନୂଆ ପିଏମ୍‌ ଆବାସ ସର୍ଭେରେ ଆବେଦନ କରିଥିଲେ ୩୫ ଲକ୍ଷ ହିତାଧିକାରୀ । ନଭେମ୍ବର ସୁଦ୍ଧା ସମସ୍ତ ପ୍ରକ୍ରିୟା ସରିବ,କାର୍ଯ୍ୟାଦେଶ ପ୍ରକ୍ରିୟା ଆରମ୍ଭ ହେବ ।

  • Related Posts

    ଶିମିଳିପାଳରେ କଳା ବାଘୁଣୀର ମୃତଦେହ ଠାବ

    ବାରିପଦା: ଶିମିଳିପାଳ ଦକ୍ଷିଣ ଡିଭିଜନର ଉପରବାରାହା କାମୁଡା ରେଞ୍ଜରେ ବିରଳ ପ୍ରଜାତି କଳା ବାଘୁଣୀର ମୃତଦେହ ଠାବ ହୋଇଛି l ଗତ ୬ ତାରିଖ ସନ୍ଧ୍ୟା ୫ ଟା ସମୟରେ ପାଟ୍ରୋଲିଂ କରୁଥିବା ଷ୍ଟାଫ୍ ପ୍ରାୟ ୫ ବର୍ଷର ଏକ ମାଈ…

    Continue reading
    ୧୦ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

    ଭୁବନେଶ୍ୱର :ଆସନ୍ତା ସୋମବାର ଅଗଷ୍ଟ ୧୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ସାଧାରଣ ପ୍ରଶାସନ ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ