ମହାପ୍ରଭୁଙ୍କ ୫୮ ହଜାର ଏକର ଭୂ-ସମ୍ପତ୍ତି ଫେରାଇ ଆଣିବା ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର,04/09: ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଆଣିବାକୁ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଖୁବ ଶୀଘ୍ର ମହାପ୍ରଭୁଙ୍କ ଭୂ-ସମ୍ପତ୍ତି ଫେରାଇ ଅଣାଯିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଇନ ମନ୍ତ୍ରୀ କହିଛନ୍ତି, ରାଜ୍ୟ ଓ ରାଜ୍ୟ ବାହାରେ ଥିବା ସଂପତ୍ତି ଫେରାଇ ଆଣିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟ ଭିତରେ ଏବଂ ରାଜ୍ୟ ବାହାରେ ମହାପ୍ରଭୁଙ୍କର ୫୮ ହଜାର ଏକର ଜମି ରହିଛି । ସେଥିମଧ୍ୟରୁ ୩୬ରୁ ୩୭ ହଜାର ଏକର ଜମିର କାଗଜ ପ୍ରସ୍ତୁତ ହୋଇସାରିଛି । ବାକି ଜମିର କାଗଜପତ୍ର ପ୍ରସ୍ତୁତ କରିବାର ପ୍ରକ୍ରିୟା ଜାରି ରହିଛି । ସରକାର ବହୁତ ତ୍ୱରିତ ଗତିରେ ଏହି କାର୍ଯ୍ୟ ଆରମ୍ଭ କରିଛନ୍ତି। ମହାପ୍ରଭୁଙ୍କର କେତେ ସମ୍ପତ୍ତି ରହିଛି ତାହାର ସଠିକ୍ ଆକଳନ କରାଯିବ । ଏଥିପାଇଁ ଯାହା ପଦକ୍ଷେପ ନିଆଯିବ କଥା ରାଜ୍ୟ ସରକାର ନେବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ