ଭାରତ-ଆମେରିକା ମିଳିତ ସମରାଭ୍ୟାସ ଆରମ୍ଭ

ୱାଶିଂଟନ: ଆମେରିକାର ଆଲାସ୍କାଠାରେ ଭାରତ ଓ ଆମେରିକା ପକ୍ଷରୁ ମିଳିତ ସମରାଭ୍ୟାସ ଆରମ୍ଭ ହୋଇଛି। ଏଥିରେ ଆମେରିକା ସ୍ଥଳସେନାର ୧୧ତମ ଏୟାରବୋର୍ନ ଡିଭିଜନ ଓ ଭାରତୀୟ ସ୍ଥଳସେନାର ୬୫ତମ ଇନ୍‌ଫାଣ୍ଟ୍ରି ବ୍ରିଗେଡ ସାମିଲ ଥିବା ପ୍ରକାଶ। ମଙ୍ଗଳବାରଠାରୁ ଆରମ୍ଭ ହୋଇଥିବା ଏହି ମିଳିତ ସମରାଭ୍ୟାସ ଆସନ୍ତା ୧୪ ପର୍ୟ୍ୟନ୍ତ ଚାଲିବ। ପାର୍ବତ୍ୟାଞ୍ଚଳ ଯୁଦ୍ଧ, ହେଲିକପ୍ଟର ଏବଂ ଡ୍ରୋନ ଯୁଦ୍ଧ କୌଶଳରେ ଅଭିଜ୍ଞତା ହାସଲ କରିବାକୁ ଏଭଳି ସମରାଭ୍ୟାସର ଆୟୋଜନ କରାଯାଇଛି ବୋଲି ଆମେରିକାସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି। ୟୁଏସ ଆର୍ମି ପ୍ୟାସିଫିକ କମାଣ୍ଡ ଦ୍ବାରା ପ୍ରାୟୋଜିତ ଏହି ସମରାଭ୍ୟାସକୁ ‘ଯୁଦ୍ଧ ଅଭ୍ୟାସ-୨୦୨୫’ ଭାବେ ନାମିତ କରାଯାଇଛି।

  • Related Posts

    ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ରସାୟନ ବିଜ୍ଞାନରେ ନୋବେଲ

    ଷ୍ଟକହୋମ: ୨୦୧୮ ପାଇଁ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । ଫ୍ରାନ୍ସର ହେନରୀ ବି. କାଗାନ ଓ ଜାପାନର କେନସୋ ସୋଆଇଙ୍କୁ ଏହି ସମ୍ମାନ ପାଇଁ ମନୋନୀତ କରାଯାଇଛି । କାଗାନ ଏବଂ ସୋଇଙ୍କ ଗବେଷଣାର ମୁଖ୍ୟ ବିଷୟ…

    Continue reading
    ୨୫ ପଏଣ୍ଟ ବଢ଼ିଲା ରେପୋ ହାର, ବଢ଼ିବ ଇଏମ୍‌ଆଇ

    ମୁମ୍ବାଇ/୦୭/୧୦: ବର୍ଦ୍ଧିତ ମୁଦ୍ରାସ୍ଫୀତିକୁ ନିୟନ୍ତ୍ରଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ବୁଧବାର ରେପୋ ହାରକୁ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି କରି ୫.୫% କରିଛି । ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ପ୍ରାୟ ସାଢେ ତିନି ବର୍ଷ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ