ବଢୁଛି ହୀରାକୁଦର ଜଳସ୍ତର

ଭୁବନେଶ୍ୱର: ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଗତକାଲି ରାଜ୍ୟର ୧୫ଟି ବ୍ଲକ ହେଡକ୍ୱାର୍ଟରରେ ୫୦ ମିଲିମିଟରରୁ ଅଧିକ ବର୍ଷା ହୋଇଛି । ସର୍ବାଧିକ ୮୮ ମିଲିମିଟର ବର୍ଷା ପଦ୍ମପୁରରେ ହୋଇଛି । ଉପର ମହାନଦୀରେ ୧୯ ମିଲିମିଟର ବର୍ଷା ରେକର୍ଡ ହେଇଛି । ଜଳକାରେ ବନ୍ୟା ସ୍ଥିତି ରହିଥିବା ବେଳେ ବୈତରଣୀ ବିପଦ ସଂକେତ ତଳେ ରହିଛି ।

ହୀରାକୁଦର ଜଳସ୍ତର ବୃଦ୍ଧି ହେଇଛି । ୩ ଲକ୍ଷ ୨୪ ହଜାର କ୍ୟୁସେକ ଜଳ ହୀରାକୁଦ ଜଳଭଣ୍ଡାରକୁ ପଶୁଥିବା ବେଳେ ଏବେ ୨୦ଟି ଗେଟ୍‌ ଦେଇ ବନ୍ୟା ଜଳ ନିଷ୍କାସନ ହେଉଛି । ସେପ୍ଟମ୍ବର ୭ରେ ସାଢ଼େ ୪ଲକ୍ଷ ବନ୍ୟାଜଳ ମୁଣ୍ଡୁଳିରେ ପ୍ରଭାହିତ ହେବ । ଆଗାମୀ ୪ ଦିନ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା ନଥିବା ସୂଚନା ମିଳିଛି ।

  • Related Posts

    ଖୁବଶୀଘ୍ର ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ

    ଭୁବନେଶ୍ୱର:ଖୁବଶୀଘ୍ର ଓଡ଼ିଆ ଆସି ଦାୟିତ୍ବ ନେବେ ନବ ନିଯୁକ୍ତ ରାଜ୍ୟପାଳ ବ୍ରଜ ମୋହନ ରାମ। ନୂଆ ନିଯୁକ୍ତି ମିଳିବା ପରେ ପ୍ରଥମ ଥର ଗଣମାଧ୍ୟମକୁ ପ୍ରତିକ୍ରିୟାରେ ସେ କହିଛନ୍ତି, ସମନ୍ବୟ ରକ୍ଷା କରି କାମ କରିବେ। ଲୋକଙ୍କ ସେବା କରିବେ। ପରିସ୍ଥିତି…

    Continue reading
    ଜାନୁଆରୀ ୧୨ରୁ ବରଗଡ଼ ଧନୁଯାତ୍ରା

    ​​​​​​ବରଗଡ: ୨୦୨୭ ଜାନୁଆରୀ ୧୨ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । କଂସଙ୍କ ଶାସନରେ କମ୍ପିବ ମଥୁରା ନଗରୀ। ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ