ଜିଏସ୍‌ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେ ଦିନ ୧ଟା ୮ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ସାମ୍ବାଦିକମାନଙ୍କୁ ଜିଏସ୍‌ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ ବୋଲି କହିଛନ୍ତି। ଏହାଫଳରେ ରାଜ୍ୟର ୧୦ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ।

ପ୍ରବଳ ବର୍ଷା ଯୋଗୁ ଅବତରଣ କରିପାରି ନଥିଲା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ। ବିମାନ ବନ୍ଦରରେ ଓହ୍ଲାଇ ପାରିନଥିଲା ଏୟାର ଇଣ୍ଡିଆ ବିମାନ। ଫଳରେ ଏହା କୋଲକାତା ଅଭିମୁଖେ ଯାଇଥିଲା। ଏନେଇ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଥିଲେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନଆ ନୂଆଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରୁଥିଲେ।

  • Related Posts

    ସାତପଡ଼ା ଡିଗ୍ରୀ କଲେଜରେ ବୋମା ମାଡ଼, ନିର୍ବାଚନ ବାତିଲ

    ଭୁବନେଶ୍ଵର : ବ୍ରହ୍ମଗିରି ସାତପଡ଼ା ପଞ୍ଚାୟତ ଡିଗ୍ରୀ କଲେଜରେ ବୋମା ମାଡ଼ । ନିର୍ବାଚନ ବାତିଲ କଲେ କଲେଜ ଅଧ୍ୟକ୍ଷ । କଲେଜ ପରିସରରେ ୮ ରୁ ୧୦  ବୋମା ମାଡ଼ ହୋଇଥିବା ସୂଚନା ମିଳିଛି । ଚୟନ ପ୍ରକ୍ରିୟା ମାଧ୍ୟମରେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମ୍ବଲପୁର ସାଂସଦ

    ଭୁବନେଶ୍ୱର/ନୂଆଦିଲ୍ଲୀ: ରାଜ୍ୟର ବିଭିନ୍ନ ପ୍ରମୁଖ ଖଣି ଓ ଶିଳ୍ପାଞ୍ଚଳର ଜାତୀୟ ତଥା ରାଜ୍ୟ ରାଜପଥଗୁଡ଼ିକରେ ବାଣିଜ୍ୟିକ ଓ ବଡ଼ ବଡ଼ ଯାନଗୁଡ଼ିକର ବେଆଇନ ତଥା ବିପଦଜନକ ପାର୍କିଂ ଯୋଗୁଁ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି