ପରକୀୟା ପ୍ରୀତି: ସ୍ତ୍ରୀ ଓ ପୁରୁଷ ବନ୍ଧୁଙ୍କୁ ନିର୍ଧୁମ ମାଡ଼ ମାରିଲେ ସ୍ବାମୀ

ପୁରୀ : ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି। ସ୍ବାମୀ ଘରେ ନଥିବା ସମୟରେ ପର ପୁରୁଷ ସହିତ ରଖୁଥିଲେ ଅନୈତିକ ସମ୍ପର୍କ। ଧରାପଡ଼ିବା ପରେ ଉଭୟ ସ୍ତ୍ରୀ ଓ ପୁରୁଷ ବନ୍ଧୁଙ୍କୁ ନିର୍ଧୁମ ମାଡ଼ ମାରିଲେ ସ୍ବାମୀ। ସର୍ବ ସମ୍ମୁଖରେ ନିଜ ସ୍ତ୍ରୀ ଆଉ ତାଙ୍କ ପୁରୁଷ ବନ୍ଧୁଙ୍କୁ ଫୁଲମାଳ ପିନ୍ଧାଇ ରାସ୍ତା ଉପରେ ଚଲେଇ ଚଲେଇ ଆଣିଲେ। ସ୍ତ୍ରୀଙ୍କୁ ରାସ୍ତାରେ ମୁଁହ ବାନ୍ଧି ଆଣିବା ସହିତ ପୁରୁଷ ବନ୍ଧୁଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇ ଚଲାଇ ଆଣି ଥାନାରେ ଜିମା ଦେଲେ।
ପୁରୀ ଜିଲ୍ଲା ନିମାପଡ଼ା ଅଞ୍ଚଳରେ ଦେଖିବାକୁ ମିଳିଛି ଏଭଳି ଘଟଣା। ତେବେ ସ୍ତ୍ରୀ ଆଉ ତାଙ୍କ ପୁରୁଷ ବନ୍ଧୁ ଦୁଇଜଣ ଯାକ ଅଲଗା ଅଲଗା ସ୍କୁଲରେ ଜଣେ ଜଣେ ଶିକ୍ଷକ ଓ ଶିକ୍ଷୟିତ୍ରୀ ଭାବେ କାର୍ୟ୍ୟରତ ଅଛନ୍ତି। ଯେଉଁଥିପାଇଁ ଘଟଣାଟି ଅଞ୍ଚଳରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି। ଏପଟେ ଥାନା ଠାରୁ ମାତ୍ର ୨୦୦ମିଟର ଦୂରରେ ଏଭଳି ଘଟଣା ଘଟିଥିବା ବେଳେ ପୋଲିସ ଜାଣି ପାରିଲାନି କିଭଳି ତାକୁ ନେଇ ଉଠିଛି ପ୍ରଶ୍ନ। ତେବେ ଏନେଇ ପୋଲିସ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନଥିବା ବେଳେ ଉଭୟଙ୍କୁ ଥାନାରେ ଅଟକ ରଖି ପୋଲିସ ଅଧିକ ତଦନ୍ତ ଚଳାଇଥିବା ଜଣାପଡ଼ିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ